ଶିକ୍ଷୟିତ୍ରୀଙ୍କୁ ଆକ୍ରମଣ କରି ଅଳଙ୍କାର ଲୁଟ୍‌

ବ୍ରହ୍ମପୁର ଅଫିସ,୧୫/୮- ମୋହଡା ନିକଟ ନରସିଙ୍ଗପୁର ଗ୍ରାମରେ ଥିବା ପ୍ରାଥମିକ ସ୍କୁଲର ଶିକ୍ଷୟିତ୍ରୀ ଏଲ. ଶୋଭନାଙ୍କୁ ଗୁରୁବାର ଦୁର୍ବୃତ୍ତମାନେ ଅକ୍ରମଣ କରି ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଚିକିଟି ଏସ୍‌ଡ଼ିପିଓ ସୁରେନ୍ଦ୍ର ନାଥ ମୁର୍ମୁ ଓ ଦିଗପହଣ୍ଡି ଥାନାଧିକାରୀ ଗୌରାଙ୍ଗ ଚରଣ ସାହୁ ପହଞ୍ଚତ୍ ଶିକ୍ଷୟିତ୍ରୀଙ୍କୁ ଘଟଣା ସମ୍ପର୍କରେ ପଚରାଉଚରା କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି। ଶିକ୍ଷୟିତ୍ରୀ ଜଣକ ପତାକା ଉତ୍ତୋଳନ ଉତ୍ସବରେ ଯୋଗଦେବା ପାଇଁ ସ୍କୁଲ ଯାଉଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କୁ ମାଡ଼ ମାରି ବେକରୁ ୩ ଭରି ଓଜନର ମଙ୍ଗଳସୁତ୍ର ଓ କାନଫୁଲ ନେଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri