Posted inଜାତୀୟ

ଶିବସେନାକୁ ମିଳିପାରେ ମୁଖ୍ୟମନ୍ତ୍ରୀ ଏନ୍‌ସିପିକୁ ସ୍ବରାଷ୍ଟ୍ର

ମୁମ୍ବାଇ,୨୨।୧୧: କିଛିଦିନ ହେବ ମହାରାଷ୍ଟ୍ରରେ ସରକାର ଗଠନକୁ ଦେଇ ମୁମ୍ବାଇରୁ ଦିଲ୍ଲୀ ପର୍ଯ୍ୟନ୍ତ ଚାଲିଥିବା ମାରାଥନ ବୈଠକର ଅନ୍ତ ଘଟିଛି ବୋଲି କୁହାଯାଉଛି। ଶୁକ୍ରବାର ହୋଇଥିବା ବୈଠକରେ ଶିବସେନା ମୁଖ୍ୟମନ୍ତ୍ରୀ, ଏନ୍‌ସିପି ସ୍ବରାଷ୍ଟ୍ର ଓ କଂଗ୍ରେସକୁ ରାଜସ୍ବ ବିଭାଗ ମିଳିବ ବୋଲି କଥା ହୋଇଥିବା ବିଶେଷ ସୂତ୍ରରୁ ଜଣାପଡିଛି। ଏହାସହ ନଗର ଉନ୍ନୟନ ମନ୍ତ୍ରଣାଳୟ ଶିବସେନା ଖାତାକୁ ଆସିବ ବୋଲି ଶୁଣିବାକୁ ମିଳିଛି। ତେବେ ବିଧାନସଭା ବାଚସ୍ପତି ପଦକୁ ନେଇ କୌଣସି ନିଷ୍ପତ୍ତି ନିଆଯାଇ ନ ଥିବା ଜଣାପଡିଛି। ଅନ୍ୟପଟେ ବିଧାୟକଙ୍କ ସଂଖ୍ୟାକୁ ଦେଖି ମନ୍ତ୍ରୀ ପଦ ବଣ୍ଟାଯାଇପାରେ ବୋଲି ଅନୁମାନ କରାଯାଉଛି। ଏହି କ୍ରମରେ ଶିବସେନା ଓ ଏନ୍‌ ସିପିକୁ ୧୫ ଲେଖାଏଁ ମନ୍ତ୍ରୀ ପଦ ମିଳିବାକୁ ଥିବା ବେଳେ ତୃତୀୟ ଦଳ କଂଗ୍ରେସକୁ ୧୨ ମନ୍ତ୍ରୀ ପଦ ମିଳିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri