Posted inଜାତୀୟ

ଶିବସେନାକୁ ୧୦୬ ଆସନ ଯାଚିଲା ଭାଜପା

ମୁମ୍ବାଇ,୧୩-୯(ପି.ଟି.): ୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଅକ୍ଟୋବର ଶେଷ ଆଡ଼କୁ ହେବାକୁ ଥିବାବେଳେ ଏଥିପାଇଁ ଶାସକ ଭାଜପା ଓ ଶିବସେନା ମଧ୍ୟରେ ଆସନ ବୁଝାମଣା ଲାଗି ଆଲୋଚନା ଆରମ୍ଭ ହୋଇଛି। ଭାଜପା ସହଯୋଗୀ ଦଳକୁ ୧୦୬ଟି ଆସନ ଯାଚିଥିବା ଜଣାପଡିଛି। ତେବେ ଶିବସେନା ଏଥିରେ ସନ୍ତୁଷ୍ଟ ନାହିଁ। ୧୨୦ରୁ କମ୍‌ ଆସନ ଗ୍ରହଣ କରିବାକୁ ଉଦ୍ଧବ ଠାକରେଙ୍କ ଦଳ ଚାହୁଁ ନ ଥିବା ଏକ ସୂତ୍ରରୁ ଜଣାପଡିଛି। ଅନ୍ୟତମ ସହଯୋଗୀ ଜନ ସ୍ବରାଜ୍ୟ ଶକ୍ତି ପାର୍ଟି ୪ ଆସନରେ ଲଢ଼ିପା ପାଇଁ ରାଜି ହୋଇଛି। ଗତ ଥର ଭାଜପା ଓ ଶିବସେନା ଅଲଗା ନିର୍ବାଚନ ଲଢ଼ିଥିଲେ। ଭାଜପା ୧୨୨ ଓ ଶିବସେନା ୬୩ ଆସନରେ ବିଜୟୀ ହୋଇଥିଲା। ଅନ୍ୟ ସହଯୋଗୀ ଦଳ ରିପବ୍ଲିକାନ୍‌ ପାର୍ଟି ଅଫ୍‌ ଇଣ୍ଡିଆ, ଶିବ ସଂଗ୍ରାମ ଏବଂ ରାଷ୍ଟ୍ରୀୟ ସମାଜ ପାର୍ଟି ସହ ଆସନ ବୁଝାମଣା ନେଇ ଆଲୋଚନା ଜାରି ରହିଛି। ଏହି ଦଳଗୁଡ଼ିକର ପ୍ରାର୍ଥୀ ଭାଜପା ଚିହ୍ନରେ ଲଢ଼ିବା ପ୍ରସ୍ତାବକୁ ଗ୍ରହଣ କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri