Posted inଜାତୀୟ

ଶିବ କୁମାରଙ୍କ ଗିରଫ ନେଇ କର୍ନାଟକରେ ହିଂସାକାଣ୍ଡ: ଜଳିଲା ୨ ବସ୍‌, ସ୍କୁଲ-କଲେଜ ବନ୍ଦ

ବେଙ୍ଗାଲୁରୁ,୪।୯: କର୍ନାଟକ କଂଗ୍ରେସର ବରିଷ୍ଠ ନେତା ଡି.କେ.ଶିବକୁମାରଙ୍କ ଗିରଫ ପରେ ସ୍ଥିତି ଅଣାୟତ୍ତ ହୋଇଛି। ଏଠାରେ କଂଗ୍ରେସ ସମର୍ଥକଙ୍କ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଛି। ରାମନଗରରେ ୨ ବସ୍‌କୁ ପ୍ରଦର୍ଶନକାରୀ ଜଳାଇ ଦେଇଛନ୍ତି। ସେହିପରି ୧୦ରୁ ଅଧିକ ବସ ଉପରେ ପଥରମାଡ଼ ହୋଇଛି। ବେଲଗାମି ବାଗଲକୋଟ ଜାତୀୟ ରାଜପଥକୁ ପ୍ରଦର୍ଶନକାରୀ ବନ୍ଦ କରିଦେଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ରାମନଗରର ସମସ୍ତ ସ୍କୁଲ-କଲେଜକୁ ବନ୍ଦ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri