Posted inରାଜ୍ୟ

ଶିବ ପ୍ରସାଦ ଜିଲା ଟପ୍ପର: ଆଇଏଏସ୍‌ ଅଫିସର ହେବାକୁ ରଖିଛନ୍ତି ଇଚ୍ଛା

ତାଳଚେର,୨୧ା୫(ନି.ପ୍ର.)- ତାଳଚେର ଶିଶୁମନ୍ଦିରର ଶିବ ପ୍ରସାଦ ପାଣି ଚଳିତ ମାଟ୍ରିକ ପରୀକ୍ଷାରେ ୯୬. ୩୩ ପ୍ରତିଶତ ଅର୍ଥାତ୍‌ ୫୭୮ ନମ୍ବର ରଖି ଅନୁଗୋଳ ଜିଲାରେ ଟପ୍ପର ହୋଇଛନ୍ତି। ସେ ଦୈନିକ ୮ରୁ ୧ୟତବାସୀଙ୍କ ଘଣ୍ଟା ପରିଶ୍ରମ କରୁଥିଲେ। ଭବିଷ୍ୟତରେ ଜଣେ ଆଇଏଏସ୍‌ ଅଫିସର ହେବାକୁ ରଖିଛନ୍ତି। ଏହି ସଫଳତାର ଶ୍ରେୟ ସେ ବାପା, ପରିବାର ସଦସ୍ୟ, ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଦେଇଛନ୍ତି। ନିଜ ଉପରେ ଭରସା ଓ କଠୋର ପରିଶ୍ରମ କଲେ ସଫଳତା ନିଶ୍ଚିତ ମିଳିବ ବୋଲି ଶିବପ୍ରସାଦ ପ୍ରକାଶ କରିଛନ୍ତି। ତାଙ୍କ ବାପା ପ୍ରଦୀପ କୁମାର ପାଣି ଜଣେ ଖଣି କର୍ମଚାରୀ ଓ ମା’ କଳ୍ପନା ପାଣି ଜଣେ ଗୃହିଣୀ। ତାଙ୍କ ଘର ହେଁସମୂଳ ଗ୍ରାମରେ ହୋଇଥିବା ବେଳେ ସେ ଅନନ୍ତ କେଲୋନୀରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri