ଠାକୁରମୁଣ୍ଡା, ୨୮।୮(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ମଣ୍ଡଳଝରୀ ବିଟ ଶିମିଳିପାଳ କମ୍ପାର୍ଟମେଣ୍ଟ ନଂ-୩ ସଂରକ୍ଷିତ ଜଙ୍ଗଲରୁ ସମ୍ବର ମାଂସ ସହ ୨ ଶିକାରୀଙ୍କୁ ବନ ବିଭାଗ ବୁଧବାର କାବୁ କରିଛି। ସେମାନେ ହେଲେ କାରେଟବେଡ଼ା ଗ୍ରାମର ଲବ ସୋରେନ ଓ ଫୋର୍ମଲ ମୁର୍ମୁ। ସେମାନଙ୍କ ନିକଟରୁ ୪ କେଜି ସମ୍ବର ମାଂସ ସହ ଧନୁ ଓ ତୀର ଜବତ କରାଯାଇଛି।
ପ୍ରକାଶ ଯେ, କେଶଡ଼ିହା ପଞ୍ଚାୟତ କାରକେଟବେଡା ଗ୍ରାମ ନିକଟ ସଂରକ୍ଷିତ ଜଙ୍ଗଲକୁ କିଛି ଶିକାରୀ ମଙ୍ଗଳବାର ଶିକାର ପାଇଁ ଯାଇଥିବା ବନବିଭାଗ ଖବର ପାଇଥିଲା। ପରେ ବନବିଭାଗ କର୍ମଚାରୀ ଜଙ୍ଗଲ ଭିତରେ ଶିକାରୀଙ୍କୁ ଖୋଜି ନ ପାଇବାରୁ ଫେରିବା ବାଟରେ ଜଗି ରହିଥିଲେ। ଶିକାରୀମାନେ ସମ୍ବର ମାଂସ ଧରି ଫେରିବା ବେଳେ ବନ କର୍ମଚାରୀ ସେମାନଙ୍କୁ କାବୁ କରିଥିଲେ। ସେମାନଙ୍କ ମଧ୍ୟରୁ ୨ଜଣ ଧରା ପଡିଥିବା ବେଳେ ପ୍ରାୟ ୫ଜଣ ଖସି ପଳାଇବାରେ ସକ୍ଷମ ହୋଇଥିବା ଠାକୁରମୁଣ୍ଡା ରେଞ୍ଜ ଅଧିକାରୀ ପ୍ରଭାତ କୁମାର କୁଅଁର ସୂଚନା ଦେଇଛନ୍ତି। ଏ ନେଇ ବନ ବିଭାଗ କେସ ନଂ. ୮୯/୧୯ରେ ଏକ ମାମଲା ରୁଜୁ କରିଛି।
Posted inଅପରାଧ, ଆମ ଜିଲା ଖବର, ମୟୂରଭଞ୍ଜ View All
ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…
ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...
ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…
ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...
ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍ଆଇ, ମାଡିବସିଲା ଭିଜିଲାନ୍ସ
ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...
ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା
ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...
ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...
ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...
ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା
ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...
୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…
ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...
Archives


