ଶିଳାନ୍ୟାଶର ୭ ମାସ ବିତିଲା:ଆରମ୍ଭ ହୋଇପାରୁନି ରାସ୍ତା

ଖଇରା, ୯।୭(ଡି.ଏନ.ଏ)-ବାଲେଶ୍ୱର ଜିଲା ଖଇରା ବ୍ଲକ ମାଖନପୁର ପଞ୍ଚାୟତ ଅଧୀନ ସାଉଣ୍ଡିଆ ହରିଜନ ସାହି ରାସ୍ତା ନିର୍ମାଣ ପାଇଁ ଅର୍ଥ ମଞ୍ଜୁର ହେବାର ପାଖାପାଖି ୭ମାସ ବିତିଗଲାଣି। ଏ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ହୋଇପାରୁନାହିଁ। ତୁରନ୍ତ ରାସ୍ତାକାମ ଆରମ୍ଭ କରା ନ ଗଲେ ସମୂହ ଗ୍ରାମବାସୀ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଗ୍ରାମର ମହେଶ୍ୱର ସେଠୀ, ରଘୁନାଥ ସେଠୀ, ରାମଚନ୍ଦ୍ର ପତି, ଅର୍ଜୁନ ବିନ୍ଧାଣି, ଅଜୟ ବିନ୍ଧାଣି, କୈଳାସ ସେଠୀ, ରନତ୍ାକର ନାୟକ ଓ ଦାମୋଦର ପଲେଇ ପ୍ରମୁଖ ଚେତାବନୀ ଦେଇଛନ୍ତି।
୩ ଲକ୍ଷ ୧୭ହଜାର ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି ରାସ୍ତା ତତ୍କାଳୀନ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ଦ୍ୱାରା ଶିଳାନ୍ୟାସ କରାଯାଇଥିଲା। ଦୀର୍ଘଦିନ ଧରି ପାଣି କାଦୁଅରେ ହନ୍ତସନ୍ତ ହେଉଥିବା ଗ୍ରାମବାସୀ ଏଥିରେ ଖୁବ୍‌ ଖୁସି ହୋଇଯାଇଥିଲେ। ହେଲେ ଲୋକଙ୍କର ଏହି ଖୁସି ବର୍ଷାପାଣିରେ ମିଳେଇ ଯାଇଛି ା ଏ ପର୍ଯ୍ୟନ୍ତ ରାସ୍ତା କାମ ଆରମ୍ଭ ହୋଇ ନ ପାରିବାରୁ ଗ୍ରାମବାସୀଙ୍କୁ ପୁରୁଣା ଦୁର୍ଦ୍ଦଶାରୁ ମୁକ୍ତି ମିଳିପାରୁନାହିଁ ା ବିଶେଷ କରି ପୋଖରୀସାହି ମିନି ଅଙ୍ଗନୱାଡି ଯିବାକୁ ଛୋଟ ଛୋଟ ପିଲାଙ୍କର ଏହା ପ୍ରମୁଖ ରାସ୍ତା ହୋଇଥିବାରୁ ପିଲାମାନଙ୍କୁ ଛାଡିବାକୁ ଅବିଭାବକମାନେ ଭୟ କରୁଛନ୍ତି ା ଏ ସମ୍ପର୍କରେ ବିଡିଓ ମହେଶ ଚୌଧୁରୀଙ୍କୁ ରାସ୍ତା ଆରମ୍ଭ ହୋଇ ନ ପାରିବା ସମ୍ପର୍କରେ ପଚାରିବାରେ ସେ ସମ୍ପୃକ୍ତ ପଞ୍ଚାୟତର କନିଷ୍ଠଯନ୍ତ୍ରୀଙ୍କ ସହ ଆଲୋଚନା କରି କିଭଳି ରାସ୍ତା ଆରମ୍ଭ ହୋଇପାରିବ ସେଥିପ୍ରତି ଦୃଷ୍ଟି ଦେବେ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri