ଶିଳ୍ପଜଗତରେ ଖୁସିର ଲହରି

ନୂଆଦିଲ୍ଲୀ,୧୪।୫: ସରକାରଙ୍କ ପକ୍ଷରୁ କରାଯାଇଥିବା ବିଭିନ୍ନ ଘୋଷଣାକୁ ନେଇ ଦେଶର ଶିଳ୍ପଜଗତରେ ଖୁସିର ଲହରି ଖେଳିଯାଇଛି। ଏମ୍‌ଏସ୍‌ଏମ୍‌ଇ, ବିଦ୍ୟୁତ୍‌ ବିତରଣ କମ୍ପାନୀ ଏବଂ ରିୟଲ ଇଷ୍ଟେଟ କ୍ଷେତ୍ର ଲାଗି ଗ୍ରହଣ କରାଯାଇଥିବା ପଦକ୍ଷେପକୁ ଶିଳ୍ପ ଜଗତ ପକ୍ଷରୁ ପ୍ରଶଂସା କରାଯାଇଛି। ପ୍ୟାକେଜ ୨.୦ କରୋନାର ପ୍ରଭାବକୁ କମ୍‌ କରିବାରେ ସହାୟକ ହେବ ବୋଲି ଏହା କହିଛି। ସରକାରଙ୍କ ଦ୍ୱାରା ବଜାରକୁ ଅଧିକ ପରିମାଣର ନଗଦ ଆସିବାରେ ସହାୟକ ହେବ। ଏହା ଏମ୍‌ଏସ୍‌ଏମ୍‌ଇଗୁଡିକ ନୂଆ ଜୀବନରେଖା ହେବ ବୋଲି କୁହାଯାଉଛି। ଏମ୍‌ଏସ୍‌ଏମ୍‌ଇ ଲାଗି ସରକାର ବନ୍ଧକମୁକ୍ତ ଋଣ ପ୍ରଦାନ ସମ୍ପର୍କରେ ଘୋଷଣା କରିଛନ୍ତି। ଅଣ ବେତନ ପେମେଣ୍ଟ ଉପରେ ଟିକସ ହାର ହ୍ରାସ, ଅଣ ବ୍ୟାଙ୍କିଙ୍ଗ୍‌ ବିତ୍ତ ପ୍ରତିଷ୍ଠାନଗୁଡିକ ଲାଗି ସହାୟତା ବଜାର ଲାଗି ଲାଭକାରୀ ହେବ ବୋଲି ଶିଳ୍ପଜଗତ ମତ ରଖିଛି। ଆୟକର ରିଟର୍ନ ସୀମାରେ ବୃଦ୍ଧି, ଏମ୍‌ଏସ୍‌ଏମ୍‌ଇ ସଂଜ୍ଞାରେ ପରିବର୍ତ୍ତନ ଭଳି ପଦକ୍ଷେପ ଯୁଗାନ୍ତକାରୀ ବୋଲି ସିଆଇଆଇ ମହାନିର୍ଦ୍ଦେଶକ ଚନ୍ଦ୍ରଜିତ ବାନାର୍ଜୀ କହିଛନ୍ତି। ସରକାରଙ୍କ ପଦକ୍ଷେପ ଦ୍ୱାରା ଏମ୍‌ଏସ୍‌ଏମ୍‌ଇ, ମାଇକ୍ରୋ ଫାଇନାନ୍ସ, ହାଉସିଂ ଫାଇନାନ୍ସ କମ୍ପାନୀ, ରିୟଲ ଇଷ୍ଟେଟ ଏବଂ କନଷ୍ଟ୍ରକଶନ କ୍ଷେତ୍ର ଲାଭବାନ ହେବ ବୋଲି ଆସୋଚାମ ମହାସଚିବ ଦୀପକ ସୁଦ କହିଛନ୍ତି। ସରକାରଙ୍କ ପ୍ୟାକେଜ ଶିଳ୍ପ ଏବଂ ଅର୍ଥ ବ୍ୟବସ୍ଥାକୁ ପୁନର୍ଗଠନ ଦିଗରେ ସହାୟକ ହେବ ବୋଲି ଫିକି ସଭାପତି ସଙ୍ଗୀତା ରେଡ୍ଡୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri