ଲାଠୋର, ୨୮ା୪(ଡି.ଏନ.ଏ.)
ସାରା ଦେଶରେ କରୋନା ଭୁତାଣୁ କାୟା ବିସ୍ତାର କରି ଚାଲିଛି। ଏଭଳି ସ୍ଥିତିରେ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ କରାଯିବାକୁ ନେଇ ଲୋକେ ଆତଙ୍କିତ ହୋଇଛନ୍ତି ା ସୋମବାର ସକାଳେ ଏକ ନିର୍ଦ୍ଧିଷ୍ଟ ଓଡ଼ିଆ ବୈଦ୍ୟୁତିକ ଗଣମାଧ୍ୟମର ବ୍ରେକିଂ ନ୍ୟୁଜର ସ୍କ୍ରିନ ସଟ୍ ମାରି କେହି ଜଣେ ଏକ ଭିଡ଼ିଓ ଭାଇରାଲ କରିଥିଲେ ା ବଲାଙ୍ଗୀର ଜିଲା ଲାଠୋର ପଞ୍ଚାୟତର ଜଣେ ଶିଶୁକନ୍ୟା କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ଏଥିରେ ପ୍ରଚାର କରାଯାଇଥିଲା ା ସୋସିଆଲ ମିଡ଼ିଆରେ ତାହା ପୋଷ୍ଟ କରିବା ପରେ ସେହି ଭିିଡ଼ିଓ ମୋବାଇଲରୁ ମୋବାଇଲକୁ ଘୁରି ବୁଲିଥିଲା ା ହେଲେ ସମ୍ପୃକ୍ତ ଚ୍ୟାନେଲର ସ୍ଥାନୀୟ ଖବରଦାତାଙ୍କୁ ଯୋଗାଯୋଗ କରିବାରୁ ସେ ଏ ଘଟଣା ସଂକ୍ରାନ୍ତରେ ଜାଣି ନ ଥିବା କହିଥିଲେ ା ପରେ ଏହା ଗୁଜବ ବୋଲି ଜଣାପଡିଥିଲା ା ଲାଠୋର ସରପଞ୍ଚ ପ୍ରବୀଣ ଅଗ୍ରୱାଲ କହିଛନ୍ତି, ଗୁଜବ ପ୍ରଚାର ସମ୍ପର୍କରେ ଆମେ ପୋଲିସକୁ ଅବଗତ କରିଛୁ ା ଲୋକ ଭୟଭୀତ ହେବାର ଆବଶ୍ୟକତା ନାହିଁ। ତେବେ କିଏ ଏପରି ଗୁଜବ ପ୍ରଚାର କଲା ତାହା ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର
ଭୁବନେଶ୍ବର,୨ା୪: ଖୁଵ୍ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…
ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ
ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…
ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା
ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍ପି ଅନନ୍ତ ନାୟକଙ୍କ ଅବକାରୀ…
ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା
ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…
ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….
ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…
ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….
ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…
ଫିଲ୍ମ ଷ୍ଟାଇଲ୍ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…
ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…
Archives

