ଶିଶୁକନ୍ୟାଙ୍କୁ ବଳାତ୍କାର ଅଭିଯୋଗ

ବଲାଙ୍ଗୀର ଅଫିସ, ୨୦ା୪ : ବଲାଙ୍ଗୀର ସଦର ଥାନା ଅଞ୍ଚଳର ଜଣେ ୩ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟାଟି ନିଜ ସାଙ୍ଗମାନଙ୍କ ସହ ଖେଳୁଥିବା ବେଳେ ପଡ଼ୋଶୀ ଘରର ଜଣେ ୧୪ ବର୍ଷର ନାବାଳକ ସେଠାକୁ ଆସି  ଶିଶୁକନ୍ୟାକୁ ନିଜ ପାଇଖାନାକୁ ନେଇଯାଇ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଶିଶୁକନ୍ୟାଙ୍କୁ ବଳାତ୍କାର କରିଥିବା ଜାଣିବା ପରେ ପରିବାର ଲୋକେ ଶିଶୁକନ୍ୟାକୁ ବଲାଙ୍ଗୀର ସରକାରୀ ମେଡିକାଲ କଲେଜ ଡାକ୍ତରଖାନାକୁ ଆଣି ଚିକିତ୍ସା କରିଛନ୍ତି। ଘଟଣା ସମ୍ପର୍କରେ ଜାଣିବା ପରେ ଚାଇଲ୍ଡ ଲାଇନ ସଦସ୍ୟମାନେ ଓ ସଦରଥାନା ପୋଲିସ ଡାକ୍ତରଖାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri