ଶିଶୁ ଦିବସରେ ପିଲାଙ୍କୁ ଚକୋଲେଟ୍‌ ଦେଇ ଅଡୁଆରେ ପ୍ରଧାନ ଶିକ୍ଷକ

ଆରଡି,୧୯।୧୧,(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତସ୍ଥିତ ତଳଦୁମୁକା ପ୍ରୋଜେକ୍ଟ ପ୍ରାଇମେରୀ ସ୍କୁଲରେ ଗତ ଗୁରୁବାର ଶିଶୁ ଦିବସ ପାଳିତ ହୋଇଥିଲା। ସେହିଦିନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଲାଗି ରୋଷେଇ ହୋଇ ନ ଥିଲା। ପ୍ରଧାନ ଶିକ୍ଷକ ପିଲାମାନଙ୍କୁ ୪ଟି ଲେଖାଏ ଚକୋଲେଟ୍‌ ଦେଇ ଘରକୁ ପଠାଇ ଦେଇଥିଲେ। ମାତ୍ର ଅନ୍‌ଲାଇନରେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ ହୋଇଛି ଓ (୧୨୨ ଜଣ) ପିଲା ଖାଇଥିବା ପ୍ରଧାନ ଶିକ୍ଷକ ମେସେଜରେ ଦର୍ଶାଇଥିଲେ। ଏ ନେଇ ସ୍କୁଲ ଖୋଲିବା ପରେ ଅଭିଭାବକମାନେ ପ୍ରଧାନ ଶିକ୍ଷକଙ୍କୁ ଏ ବିଷୟରେ ପଚାରି ହୋହଲ୍ଲା କରିଥିଲେ । ଏଥିସହିତ ସେମାନେ ବ୍ଲକ ଶିକ୍ଷାଧିକାରୀଙ୍କ ପାଖରେ ଏକ ଲିଖିତ ଅଭିଯୋଗ କରିଥିଲେ । ପରେ ପ୍ରଧାନ ଶିକ୍ଷକ ରୋଷେଇ କରି ନ ଥିବା ସ୍ବୀକାର କରିଥିଲେ । ତେବେ ଏ ନେଇ ଜିଲା ଶିକ୍ଷାଧିକାରୀ କାର୍ଯାନୁଷ୍ଠାନ ନେବାକୁ ମଙ୍ଗଳବାର ଅଭିଭାବକମାନେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ନିର୍ବାଚନ ପାଇଁ ଭାଜପାର ମାଷ୍ଟରପ୍ଲାନ୍‌: ବିରୋଧୀ ମହଲରେ ହଟଚମଟ

ନୂଆଦିଲ୍ଲୀ, ୧୮।୮: ଭାଜପା ଉତ୍ତର ପ୍ରଦେଶରେ ସଂଗଠନର ଦାୟିତ୍ୱ ବରିଷ୍ଠ ନେତା ବିନୋଦ ତାୱଡେଙ୍କୁ ଦେଇଛି। ତାଙ୍କୁ ଉତ୍ତର ପ୍ରଦେଶର ପ୍ରଭାରୀ ନିଯୁକ୍ତ କରାଯାଇଛି। ଏଥିରୁ ସଙ୍କେତ…

ଶୁକ୍ର-ଶନିଙ୍କ ବଡ଼ ଯୋଗ: ଏହି ୪ ରାଶି ପାଇଁ ସୁବର୍ଣ୍ଣ ସୁଯୋଗ, ଘଟିବ ଏଭଳି ଯାହା କେବେ…

ଶୁକ୍ର ଗ୍ରହ ଏବଂ ଶନି ଗ୍ରହ ୨୧ ଅଗଷ୍ଟ ୨୦୨୬, ଶୁକ୍ରବାର ସନ୍ଧ୍ୟା ୬ଟା ୧୦ ମିନିଟରେ ପରସ୍ପର ୧୮୦ ଡିଗ୍ରୀରେ ଅବସ୍ଥାନ କରିବେ। ଏହି ସମୟରେ…

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଏକାସାଙ୍ଗରେ ଗଠନ ହେବ ୬ ଗ୍ରହଙ୍କ ବିରଳ ମହାସଂଯୋଗ: ମାଲାମାଲ ହେବେ କର୍କଟ ସମେତ ଏହି ୬ ରାଶି

ଗ୍ରହ ଗୋଚର ଦୃଷ୍ଟିରୁ ସେପ୍ଟେମ୍ବର ମାସର ପ୍ରଥମ ତାରିଖ ଅତ୍ୟନ୍ତ ବିଶେଷ ଏବଂ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ଦିନ କେବଳ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

‘ମଦ ପିଇ ସ୍କୁଲ ଆସୁଥିଲେ ପ୍ରଧାନଶିକ୍ଷକ’, ଅଭିଜିତ ଦୀପକେଙ୍କ ଚେତାବନୀ ପରେ…

ନୂଆଦିଲ୍ଲୀ, ୧୮।୮: କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ‘ସ୍କୁଲ ଠିକ କର’ ଅଭିଯାନ ଚଳାଉଛି। ଏହି ମଧ୍ୟରେ ମହାରାଷ୍ଟ୍ରର ହିଙ୍ଗୋଲି ଜିଲାର ଏକ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri