ଶିଶୁ ରୋଗ ବିଶେଷଜ୍ଞ ଅକ୍ଷୟ ରାଉତଙ୍କ ପରଲୋକ

ଭୁବନେଶ୍ୱର, ୨୫ା୫(ବ୍ୟୁରୋ)
ଶିଶୁରୋଗ ବିଶେଷଜ୍ଞ ଡାକ୍ତର ଅକ୍ଷୟ କୁମାର ରାଉତଙ୍କର ସୋମବାର ସନ୍ଧ୍ୟାରେ ଭୁବନେଶ୍ୱରଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇର ବଲୁରିଆ ଗ୍ରାମରେ ସେ ୧୯୫୦ ମସିହା ଫେବୃୟାରୀ ୭ରେ ଜନ୍ମଗ୍ରହଣ କରିଥିଲେ। ସେ ନିଜ ଗଁ। ସ୍କୁଲରେ ଶିକ୍ଷା ଶେଷ କରି ୧୯୭୨ରେ କଟକ ଏସ୍‌ସିବି ମେଡିକାଲ କଲେଜରୁ ଡାକ୍ତରୀ ପାସ୍‌ କରିଥିଲେ। ସେ ଗରିବ ପିଲାଙ୍କୁ ବିନା ମୂଲ୍ୟରେ ଚିକିତ୍ସା ଯୋଗାଇ ଟାଟାନଗରରେ ସୁନାମ ଅର୍ଜନ କରିଥିଲେ। ତାଙ୍କ ଟେଲ୍‌କୋ କ୍ଲିନିକ୍‌ ବହୁ ଗରିବ ପିଲାଙ୍କ ପାଇଁ ଆଶା ସଞ୍ଚାର କରିଥିଲା। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କର ମୃତ୍ୟୁ ହୋଇଛି। ସ୍ବର୍ଗତ ରାଉତଙ୍କ ସ୍ତ୍ରୀ ଏବଂ ୩ ଝିଅ ଅଛନ୍ତି। ତାଙ୍କ ବଡ଼ଝିଅ ସୁଜାତା କାର୍ତ୍ତିକେୟନ ଆଇଏଏସ ଅଫିସର। ସେ ବର୍ତ୍ତମାନ ଓଡ଼ିଶା ସରକାରଙ୍କ ମିଶନ ଶକ୍ତିର ନିର୍ଦ୍ଦେଶିକା ଅଛନ୍ତି। ସୁଜାତା ହେଉଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି. କାର୍ତ୍ତିକେୟନ ପାଣ୍ଡିଆନଙ୍କ ଧର୍ମପତ୍ନୀ। ଅନ୍ୟ ଦୁଇଝିଅ ସୁସ୍ମିତା ରାଉତ ପ୍ରାଣୀ ଚିକିତ୍ସକ ଏବଂ ସାନ ଝିଅ ସୁଚିତ୍ରା ରାଉତ ଜଣେ ମ୍ୟାନେଜ୍‌ମେଣ୍ଟ ବୃତ୍ତିଧାରୀ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ

ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

ବିଜ୍ଞାନରେ ଏତିକି ନମ୍ବର ରଖି ଦୁଇ ଜଣ ହେଲେ ବ୍ଲକ ଟପ୍ପର : ସଫଳତା ପାଇଁ ଅଧ୍ୟାପକ, ପରିବାରଙ୍କୁ ଦେଲେ ଶ୍ରେୟ

ଛତ୍ରପୁର,୨୧।୫(ଦିଲ୍ଲୀପ ସାମଲ): ପ୍ରକାଶ ପାଇଛି ଯୁକ୍ତ୨ ରେଜଲ୍ଟ । ଏହି ଅବସରରେ ବିଜ୍ଞାନ ବିଭାଗରେ ଦୁଇ ଛାତ୍ର ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି । ଗୋବିନ୍ଦପୁର ସ୍ଥିତ…

ଯୁକ୍ତ ୨ ପରୀକ୍ଷାରେ ୯୯.୫% ନମ୍ବର ରଖି ସଫଳତା ପାଇଲେ କୁନ୍ତୀ, ଚାରିଆଡୁ ଆସୁଛି ଶୁଭେଚ୍ଛା

ବୀରମହାରାଜପୁର,୨୧।୫ (ଯୁଗଳ କିଶୋର ମିଶ୍ର ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦ୍ବାଦଶ ଶ୍ରେଣୀ (ଯୁକ୍ତ୨) ପରୀକ୍ଷା ବୁଧବାର ପ୍ରକାଶ ପାଇଛି । ସୁବର୍ଣ୍ଣପୁର…

ଦୁର୍ଗାମାଧବ ରାଜ୍ୟରେ ଦ୍ୱିତୀୟ: ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୨୧।୫(ବିଦ୍ୟାଧର ସାହୁ): ଚଳିତବର୍ଷ ଯୁକ୍ତଦୁଇ ବିଜ୍ଞାନରେ ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି ଦୁର୍ଗାମାଧବ ବାରିକ l ଗଞ୍ଜାମ ସହର ଦୁର୍ଗାଦେବୀ ସାହି ବାସିନ୍ଦା ତଥା ଶିକ୍ଷକ…

୧୫୦ବର୍ଷ ପୂର୍ବଠାରୁ ବଳିଯିବ ୨୦୨୬ର ମହାପ୍ରଳୟ! ଚମକାଇଲା ପାଣିପାଗ ରିପୋର୍ଟ

ଭୁବନେଶ୍ୱର,୨୧।୫: ଗୋଟିଏ କଥା ନିଶ୍ଚିତ; ଏବର୍ଷ ଅଧିକ ଗରମ ହେବ କାରଣ ‘ଏଲ ନିନୋ’ ନିଜର ଉପସ୍ଥିତି ଜାହିର କରିବ। ଆପଣ ଏହା ପୂର୍ୱରୁ ଶୁଣିଥିବେ, କିନ୍ତୁ…

ଗୋଡାଇ ଗୋଡାଇ ଅପରାଧୀଙ୍କୁ ଏନକାଉଣ୍ଟର କଲା ପୋଲିସ: ପୋଲିସ ଡିଜିଙ୍କ ଚରମବାଣୀ ପରେ…

ବ୍ରହ୍ମପୁର, ୨୧/୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣାରେ ଅଭିଯୁକ୍ତ ମୁକେଶ ସାହୁକୁ ଏନକାଉଣ୍ଟର କରାଯାଇଛି। ଡିଜିଙ୍କ ଚରମବାଣୀ ପରେ ଅପରାଧୀଙ୍କୁ କାଉଣ୍ଟର ପାଇଁ ଏନକାଉଣ୍ଟର…

ସକାଳୁ ସକାଳୁ ପାଇଖାନାରୁ ମିଳିଲା ଛାତ୍ରଙ୍କ ହାତବନ୍ଧା ମୃତଦେହ: ହତ୍ୟା ସନ୍ଦେହ

ଭଦ୍ରକ, ୨୧।୫(ସନାତନ ରାଉତ):ଭଦ୍ରକ ଟାଉନ ଥାନା ଚରମ୍ପାର ଏକ ପାଇଖାନାରୁ ଜଣେ ଛାତ୍ରଙ୍କ ହାତବନ୍ଧା ମୃତଦେହ ଉଦ୍ଧାର l ପରିବାର ପକ୍ଷରୁ ହତ୍ୟା ସନ୍ଦେହ କରାଯାଉଛି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri