କେନ୍ଦୁଝର, ୨୪ା୪(ସ୍ବ.ପ୍ର.)-କେନ୍ଦୁଝର ବଣିଆପାଟ ଶିଶୁ ଅନୁଷ୍ଠାନ ମୁକ୍ତାଶ୍ରୟ କେନ୍ଦ୍ରକୁ ଅତିରକ୍ତ ଜିଲା ଦୌରାଜଜ୍(ଏଡିଜେ) ଲୋକନାଥ ସାହୁ ବୁଧବାର ପରିଦର୍ଶନ କରି ସେଠାରେ ରହୁଥିବା ପିଲାମାନଙ୍କର ସମ୍ପର୍କରେ ଯାଞ୍ଚ କରିଛନ୍ତି। ଲକଡାଉନ ସମୟରେ ଅନୁଷ୍ଠାନ ପରିଚାଳନା ବ୍ୟବସ୍ଥାକୁ ଅନୁଧ୍ୟାନ କରିବା ବେଳେ ସେ କେନ୍ଦ୍ରରେ ଅବସ୍ଥାପିତ ହେଇଥିବା ୭ଜଣ ବାଳିକାଙ୍କ ସମେତ ୧୨ଜଣ ଶିଶୁଙ୍କ ସ୍ବାସ୍ଥ୍ୟ ପରୀକ୍ଷା, ବ୍ୟକ୍ତିଗତ ପରିଚ୍ଛନ୍ନତା, ଦୈନନ୍ଦିନ ଖାଦ୍ୟ ଆଦି ବିଷୟରେ ପଚାରି ବୁଝିଥିଲେ। ପିଲାମାନଙ୍କୁ କିଭଳି ବିଭିନ୍ନ ସୃଜନାତ୍ମକ ଓ ଶିକ୍ଷଣୀୟ କାର୍ଯ୍ୟରେ ନିୟୋଜିତ କରାଯାଉଛି ସେ ବିଷୟରେ ଅନୁଷ୍ଠାନର ସମ୍ପାଦକ ବିପ୍ଳବ ମିଶ୍ର ଓ ମୁକ୍ତାଶ୍ରୟ କେନ୍ଦ୍ରର ସଂଯୋଜକ ସରୋଜ ପଟ୍ଟନାୟକଙ୍କ ସହ ଆଲୋଚନା କରିଥିଲେ। ଶିଶୁମାନଙ୍କୁ ଜୀବନକୌଶଳ ତାଲିମ, ଏକକ ଅଭିନୟ, ଯୋଗ, ସୃଜନାତ୍ମକ ଶିକ୍ଷା, ଚିତ୍ରାଙ୍କନ, ଗଳ୍ପ, ପ୍ରଶ୍ନୋତ୍ତର ପ୍ରତିଯୋଗିତା, ନୃତ୍ୟ ଓ ସଙ୍ଗୀତ, ଆତ୍ମରକ୍ଷା ତାଲିମ ଏଂ ମନୋରଞ୍ଜନ କାର୍ଯ୍ୟକ୍ରମ କରାଯାଉଛି ସେନେଇ ଅବଗତ କରାଯାଇଥିଲା। ।
Posted inଆମ ଜିଲା ଖବର, କେନ୍ଦୁଝର View All
ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ
ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…
ସମ୍ବଲପୁର DRUCC ସଦସ୍ୟ ଭାବେ ମନୋନୀତ ହେଲେ ରମଣୀ ରଞ୍ଜନ ବେହେରା
ବରଗଡ଼, ୨୩।୯ (ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ରେଳପଥ ମଣ୍ଡଳ (ଡିଭିଜନ୍)ର ‘ଡିଭିଜନାଲ୍ ରେଲୱେ ୟୁଜର୍ସ କନସଲଟେଟିଭ୍ କମିଟି’ (DRUCC) ର ନୂତନ ସଦସ୍ୟ ଭାବେ ବରଗଡ଼ର ଜଣାଶୁଣା…
ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର
ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…
“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ
ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…
ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…
ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…
ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ
ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…
ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ
ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…
ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍
ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

