ଶିଶୁ ମୃତ୍ୟୁକୁ ନେଇ ଏସ୍‌ସିବି ମେଡିକାଲରେ ଉତ୍ତେଜନା

କଟକ ଅଫିସ,୧୦।୧୧: ଶିଶୁ ମୃତ୍ୟୁକୁ ନେଇ ଏସ୍‌ସିବି ମେଡିକାଲରେ ରବିବାର ଉତ୍ତେଜନା ପ୍ରକାଶ ପାଇଛି। ସିଡିଏ ୬ ନଂ ଅଞ୍ଚଳର ଜଣେ ୩ ବର୍ଷର ଶିଶୁ ତାଜାରୁ ଖସି ପଡି ଆହତ ହୋଇ ଏସ୍‌ସିବି କାଜୁଆଲଟିକୁ ଶନିବାର ରାତିରେ ଆସିଥିଲେ। କାଜୁଆଲଟି ପକ୍ଷରୁ ତାଙ୍କୁ ଶିଶୁରୋଗ କାଜୁଆଲଟିକୁ ସ୍ଥାନାନ୍ତର କରାଯାଇଥିଲା। ମାତ୍ର ରବିବାର ଭୋର ସମୟରେ ଶିଶୁଙ୍କ ମୃତ୍ୟୁ ଘଟିଥିଲା। ତେବେ ଚିକିତ୍ସାରେ ଅବହେଳା ଓ ବିଳମ୍ବ ଯୋଗୁ ଶିଶୁଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ କରି ମୃତ ଶିଶୁଙ୍କ ପରିବାର ଓ ସମର୍କିୟ ଶିଶୁରୋଗ ବିଭାଗ କାଜୁଆଲଟିରେ ତାଲା ପକାଇଥିଲେ। ଏହାକୁ ନେଇ ସେଠାରେ ଉତ୍ତେଜନା ଦେଖାଦେଇଥିଲା। ମଙ୍ଗଳାବାଗ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ଘଟଣାର ତଦନ୍ତ କରାଯିବ ବୋଲି ମେଡିକାଲ ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତ ବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

୨ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ୭ ଆହତ, ୩ ଗୁରୁତର

ଭଦ୍ରକ,୨୯।୮(ସନାତନ ରାଉତ): ଭଦ୍ରକ ଚରମ୍ପା ରେଳ ଓଭର ବ୍ରିଜ ନିକଟରେ ଦୁଇ କିନ୍ନର ଗୋଷ୍ଠୀଙ୍କ ମଧ୍ୟରେ ଶୁକ୍ରବାର ରାତିରେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ କିନ୍ନର ଗୋଷ୍ଠୀ ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri