ଶିଶୁ ରେଳଗାଡ଼ି ଉଦ୍‌ଘାଟନ କଲେ ବିଧାୟକ

ଦାରିଙ୍ଗବାଡ଼ି,୧୬।୯(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ହିଲଭିୟୁ ପାର୍କ ପରିସରରେ ଥିବା ଶିଶୁ ରେଳଗାଡ଼ିକୁ ସୋମବାର ସନ୍ଧ୍ୟାରେ ଉଦ୍‌ଘାଟନ କରାଯାଇଛି ା ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଏବଂ ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଛନ୍ତି ା ପ୍ରାୟ ୬ଲକ୍ଷ ଟଙ୍କା ବିନିମୟରେ ଏହା ନିର୍ମାଣ କରାଯାଇଛି। ଉଦ୍‌ଘାଟନୀ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ବହୁମୁଖି ସମବାୟ ସମିତି ଅଧ୍ୟକ୍ଷ ତଥା ସ୍ବତନ୍ତ୍ର ଉନ୍ନୟନ ପରିଷଦ ସଦସ୍ୟ ଧର୍ମେନ୍ଦ୍ର ପ୍ରଧାନ, ପାର୍କର ରକ୍ଷଣାବେକ୍ଷଣ ଦାୟିତ୍ୱରେ ରହିଥିବା ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟ, ପାର୍କ ପରିଚାଳକ ମନୋଜ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏହି ରେଳଗାଡ଼ି ପାଇଁ ସ୍ବତନ୍ତ୍ର ଟିକେଟ ବ୍ୟବସ୍ଥା କରାଯାଉଥିବା ଜାଗୃତି ସମ୍ପାଦକ ଦଣ୍ଡପାଟ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

୭୭ ବର୍ଷ ପରେ ବିକାଶର ନୂଆ ସୂର୍ଯ୍ୟୋଦୟ: କେନ୍ଦୁଗୁଡ଼ା-କନ୍ଦାଗୁଡ଼ା ଗ୍ରାମବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଥୁଆମୁଳ ରାମପୁର,୮।୫(ଦୁର୍ଗା କୀର୍ତ୍ତି): ଦେଶ ସ୍ବାଧୀନତାର ୭୭ ବର୍ଷ ପରେ ବି ଯେଉଁଠି ଶିକ୍ଷା, ସୱାସ୍ଥ୍ୟ ଓ ରାସ୍ତା ସାତସପନ ଥିଲା, ସେଠାରେ ଆଜି ବିକାଶର ନୂଆ…

କେସିଙ୍ଗା ଭାଜପା ମହିଳା ମୋର୍ଚ୍ଚା ତରଫରୁ ଜନ-ଆକ୍ରୋଶ ମହିଳା ସମାବେଶ

କେସିଙ୍ଗା,୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଭାଜପାର ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ ପାଳିତ ହୋଇଯାଇଛି । ଭାଜପା ନଗର ସଭାପତି ପିଙ୍କୁ…

ଗୋତସ୍କରଙ୍କ ଗୁଳିମାଡ଼ ଘଟଣା, ପୋଖରୀ ଭିତରୁ ଡାକ୍ତରଙ୍କୁ ବାନ୍ଧିଲା ପୋଲିସ

ବୈଶିଙ୍ଗା,୮।୫(ରତନ ଦାଶ ): ମୟୂରଭଞ୍ଜ-ବାଲେଶ୍ୱର ସୀମାବର୍ତ୍ତୀ ବୈଶିଙ୍ଗା ଥାନା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଥିବା ଗୋମାଫିଆଙ୍କ ଗୁଳିମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଥିବା ସୂଚନା ମିଳିଛି…

କାର୍ଯ୍ୟରୁ ଛଟେଇ, ଧାରଣାରେ ବସିଲେ

ଛତ୍ରପୁର,୭ା୫(ଦିଲୀପ ସାମଲ): ଛତ୍ରପୁର ବ୍ଲକ ବଡ଼ ମାଧପୁର ପଞ୍ଚାୟତରେ ଏମ୍‌ବିକେ ଭାବେ କାର୍ଯ୍ୟରତ ମଞ୍ଜୁ ବେହେରାଙ୍କୁ କାର୍ଯ୍ୟରୁ ଛଟେଇ କରାଯାଇଛି। ବିନା କାରଣରେ ତାଙ୍କୁ ବହିଷ୍କାର କରାଯାଇଥିବା…

ପୁଣି କୋଟିଆ ବିବାଦ: ଜନଗଣନା କରୁଛନ୍ତି ଓଡ଼ିଶା, ଆନ୍ଧ୍ର

ପଟ୍ଟାଙ୍ଗି,୭।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତକୁ ନେଇ ବିବାଦ ଥମିବାର ନା ଧରୁନାହିଁ। ଅନ୍ୟପକ୍ଷେ ଓଡ଼ିଶାକୁ ଚେକ୍‌ ଦେବାରେ ପଛଘୁଞ୍ଚା…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

ଗଞ୍ଜାମ,୭ା୫(ବିଦ୍ୟାଧର ସାହୁ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ରାମଗଡ଼ ପଞ୍ଚାୟତର ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି। ଏପରିକି ପଞ୍ଚାୟତରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ତଦାରଖ…

ଶ୍ୱଶୁର ଘରୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଥୁଆମୂଳ ରାମପୁର, ୭ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଡୁମେରପଦର ମୁଖ୍ୟ ରାସ୍ତାର ଲାଠିଆଗୁଡ଼ା ଛକ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ୱାମୀଙ୍କ ମୃତ୍ୟୁ…

ରାସ୍ତା ପାର ହେଉଥିଲେ ହରିଣ, ଦ୍ରୁତ ଗତିରେ ଆସି ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ଜାତୀୟ ରାଜପଥର ସୋରାଦେବୀ ମନ୍ଦିର ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଏକ ମାଈ ହରିଣ ଛୁଆ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri