ଶିଶୁ ହସ୍ପିଟାଲ୍‌ ଉପରେ ମିଶାଇଲ୍‌ ମାଡ଼, ୨୪ ମୃତ

କିଓ଼୍ବ, ୦୮।୦୭: ରୁଷ୍‌ ଏବଂ ୟୁକ୍ରେନ୍‌ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ଦୁଇ ବର୍ଷରୁ ଅଧିକ ହେଲାଣି । ହେଲେ ଏ ପର୍ଯ୍ୟନ୍ତ ଯୁଦ୍ଧ ନିର୍ଣ୍ଣାୟକ ସ୍ଥିତିରେ ପହଞ୍ଚି ପାରିନି । ରୁଷ୍‌ ସେନା ଲଗାତାର ୟୁକ୍ରେନ୍‌ ଉପରେ ଆକ୍ରମଣ ଜାରି ରଖିଛି । ସୋମବାର ରୁଷ୍‌ ସେନା ୟୁକ୍ରେନ୍‌ର ରାଜଧାନୀ କିଓ଼୍ବର ଅନେକ ଅଞ୍ଚଳରେ ଯୁଦ୍ଧାସ୍ତ୍ର ପ୍ରୟୋଗ କରିଛି । ପାଖାପାଖି ୧୨ ଟି ମିଶାଇଲ୍‌ ମାଡ଼ କରିଛି । ଫଳରେ ୨୪ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି ।
ଏକ ହାଇପର ସୋନିକ୍‌ ମିଶାଇଲ୍‌ ଶିଶୁ ହସ୍ପିଟାଲ୍‌ ଉପରେ ମାଡ଼ ହୋଇଛି । ଫଳରେ ହସ୍ପିଟାଲ୍‌ଟି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି । ଭଗ୍ନାବଶେଷ ତଳେ ଅନେକ ଜୀବନ ଫସି ରହିଥିବା କୁହାଯାଉଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା: ଖସାଇଲା ଡ୍ରୋନ୍‌

ଓ୍ବାଶିଂଟନ୍‌,୨୮।୫: ଆମେରିକୀୟ ସେନା ପୁଣି ଥରେ ଇରାନରେ ବଡ଼ ଧରଣର ସାମରିକ ଆକ୍ରମଣ କରିଛି। ଆମେରିକୀୟ ଅଧିକାରୀଙ୍କ ଅନୁଯାୟୀ, ଏହି ରାତାରାତି ଆକ୍ରମଣ ସେହି ସାମରିକ ଘାଟିଗୁଡ଼ିକୁ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri