ଶୀଘ୍ର ବିବାହ କରିବି: କାଜଲ ଅଗ୍ରଓ୍ବାଲ

ବମ୍ବେ: ବିବାହ କରିବାକୁ ମନ ବଳାଇଲେଣି ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ। କଥାଟି ଏମିତି କହୁନାହୁଁ, ବରଂ ନିକଟରେ ଏକ ଶୋ’ରେ ସାକ୍ଷାତକାର ଦେବା ସମୟରେ ସେ ଏହା କହିଛନ୍ତି। ବିବାହକୁ ନେଇ ସେ ପ୍ରସ୍ତୁତି ମଧ୍ୟ ଆରମ୍ଭ କରିଦେଲେଣି। ଏଣୁ ଖୁବ୍‌ଶୀଘ୍ର ପ୍ରଶଂସକମାନେ କାଜଲଙ୍କୁ ଏହି ଖୁସି ଖବର ଶୁଣିବାକୁ ପାଇବେ ବୋଲି ଚର୍ଚ୍ଚା ହେଉଛି। ହେଲେ ସେ କିଏ ଏବଂ କେବେ ଏହି ବିବାହ ହେବ ସେ ନେଇ କାଜଲ କିଛି ସ୍ପଷ୍ଟ କରି ନାହାନ୍ତି। କାଜଲଙ୍କ କଥାରୁ ଏକଥା ଜଣାପଡ଼ିଛି ଯେ ତାଙ୍କ ଜୀବନରେ ସାଥୀ ନିଶ୍ଚୟ ଆସି ସାରିଛନ୍ତି।

ଶୋ’ରେ କାଜଲଙ୍କୁ କିଭଳି ଜୀବନସାଥୀଟିଏ ଖୋଜୁଛନ୍ତି ସେ ନେଇ ପ୍ରଶ୍ନ ପଚରାଯାଇଥିଲା। ଏହାର ଜବାବରେ ସେ କହିଥିଲେ, ସେ ପୋଜେସିଭ୍‌ ହେବା ସହ ସ୍ନେହୀ ଏବଂ ଭଗବାନଙ୍କ ଉପରେ ବିଶ୍ୱାସ ରଖୁଥିବା ଆବଶ୍ୟକ। ଏପରିକି ସେ ଚଳଚ୍ଚିତ୍ର ଜଗତରୁ ନ ହେଲେ ବହୁତ ଭଲ ବୋଲି କହିଛନ୍ତି। ଏହାପରେ କାଜଲ ବ୍ୟବସାୟୀଙ୍କୁ ଡେଟ୍‌ କରୁଥାଇପାରନ୍ତି ବୋଲି ଆଲୋଚନା ହେଉଛି।

କାମ ବିଷୟରେ ଯଦି କଥା ହେବା ତାହେଲେ କାଜଲ ତାମିଲ ସୁପରଷ୍ଟାର କମଲ ହାସନଙ୍କ ବିପକ୍ଷରେ ଚଳଚ୍ଚିତ୍ର ‘ଇଣ୍ଡିଆନ୍‌-୨’ରେ ନଜର ଆସିବେ। ଏଥିରେ ସେ ଜଣେ ବୁଢ଼ୀ ମହିଳାଙ୍କ ଚରିତ୍ର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri