ଶୀତଦିନେ ଖାଆନ୍ତୁ ମକାରେ ତିଆରି ରୁଟି

ମକା ଶରୀର ପାଇଁ ବେଶ୍‌ ଲାଭଦାୟକ। ଏଥିରେ ରହିଛି ଫାଇବର, ଭିଟାମିନ୍ସ ଓ ପୋଷକ ତତ୍ତ୍ୱ। ଯାହା ଶରୀରକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ। ଏହା ଶୀଘ୍ର ହଜମ ହୋଇଥାଏ। ତେଣୁ ଡାକ୍ତରମାନେ ସବୁବେଳେ ମକା ଖାଇବାକୁ କୁହନ୍ତି।
– ଯେଉଁମାନଙ୍କ ଶରୀରରେ ଲୋହିତ ରକ୍ତ କଣିକାର ପରିମାଣ କମି ଯାଇଥାଏ ସେମାନଙ୍କଠାରେ ଏନିମିଆ ଲକ୍ଷଣ ଦେଖାଦିଏ। ଏହାଦ୍ୱାରା ବିଭିନ୍ନ ଶାରୀରିକ ସମସ୍ୟା ଉପୁଜିଥାଏ। ମକାରେ ଥିବା ଜିଙ୍କ, ଆଇରନ ଓ ବିଟାକ୍ୟାରୋଟିନ୍‌ ଶରୀରରେ ଲୋହିତ ରକ୍ତ କଣିକା ସୃଷ୍ଟି କରିଥାଏ।
-ମାଗ୍ନେସିୟମ ଓ ଆଇରନରେ ଭରପୁର ଥିବା ମକା ଖାଇଲେ ବୋନ୍‌ ଡେନସିଟି ବଢିଥାଏ ବା ହାଡ ମଜଭୁତ ହୋଇଥାଏ। ମକାରେ ରହିଛି ଜିଙ୍କ ଓ ଫସଫରସ୍‌। ଏହା ଅଷ୍ଟିଓ ପୋରୋସିସ୍‌ , ଆର୍ଥାଇଟିସ୍‌ ଆଦି ରୋଗରୁ ଉପଶମ ଦେଇଥାଏ।
-ଗହମ ରୁଟି ଅପେକ୍ଷା ମକା ରୁଟି ଭଲ। ଏହା ଏସିଡିଟି କୋଷ୍ଠ କାଠିନ୍ୟ ଆଦି ସମସ୍ୟାକୁ ଠିକ୍‌ କରିଥାଏ। ମକାରେ ତିଆରି ରୁଟି ଖାଇଲେ ଏହା ଲିଭର ସମସ୍ୟା ହେବାକୁ ଦେଇ ନ ଥାଏ।
-ମକା ମଞ୍ଜିକୁ ସିଝାଇ ଏହାର ପାଣି ମିଶ୍ରି ସହ ମିଶାଇ ପିଇଲେ ପରିସ୍ରା ଜଳାପୋଡାରୁ ମୁକ୍ତି ମିଳିଥାଏ। ଏହି ସିଜା ମକାକୁ ମଧ୍ୟ ଖାଇଲେ କିଡ୍‌ନୀ ଷ୍ଟୋନ ହେବାର ଆଶଙ୍କା ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଭେଟିଲେ ରଶ୍ମିକା-ବିଜୟ; ଫଟୋ ଶେୟାର କରି ପ୍ରକାଶ କଲେ ହୃଦୟସ୍ପର୍ଶୀ ଭାବନା

ଚେନ୍ନାଇ,୧୩।୧୦: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ସହ ଅଭିନେତା ତଥା ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କୁ ଭେଟିଛନ୍ତି।…

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?