ଶୀତଦିନେ ନିହାତି ଖାଆନ୍ତୁ ଗ୍ରୀନ୍‌ ମଟର

ସାଧାରଣତଃ ଶୀତଦିନେ ଗ୍ରୀନ୍‌ ମଟର ହୋଇଥାଏ। ଛୋଟରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ ସମସ୍ତେ ଏହାକୁ ଖାଇବାକୁ ପସନ୍ଦ କରିଥାନ୍ତି। ଏହା ସମସ୍ତ ପ୍ରକାରର ତରକାରିରେ ବ୍ୟବହାର କରିହୁଏ। ଅନେକେ ଏହାକୁ କଞ୍ଚା ଖାଇବାକୁ ମଧ୍ୟ ପସନ୍ଦ କରିଥାନ୍ତି। ତେବେ ଏହା କେବଳ ପାଟିକୁ ସୁଆଦିଆ ନୁହେଁ, ଏଥିରେ ଅନେକ ଭିଟାମିନ ସହିତ ଔଷଧୀୟ ଗୁଣ ଭରି ରହିଛି, ଯାହା ଶରୀର ପାଇଁ ଅତ୍ୟନ୍ତ ଭଲ।
* ଶୀତଦିନେ ଖାଦ୍ୟ ଠିକ୍‌ ଭାବେ ହଜମ ହୁଏନାହିଁ। ଏହି ସମସ୍ୟାକୁ ଠିକ କରିବାରେ ମଟର ସାହାଯ୍ୟ କରିଥାଏ। କାରଣ ମଟରରେ ଅଧିକ ପରିମାଣରେ ଫାଇବର୍‌ ଓ ପ୍ରୋଟିନ୍‌ ରହିଛି। ଫଳରେ ଏହା ପାଚନ କ୍ରିୟାକୁ ଠିକ୍‌ ରଖିଥାଏ। ଏଣୁ କୋଷ୍ଠକାଠିନ୍ୟ ସମସ୍ୟା ରୁହେନାହିଁ।
* ମଟରରେ ମ୍ୟାଗ୍ନେସିୟମ, ପୋଟାସିୟମ ଓ କ୍ୟାଲସିୟମ ରହିଛି। ଏସବୁ ତତ୍ତ୍ୱ ଉଚ୍ଚ ରକ୍ତଚାପ ଓ କୋଲେଷ୍ଟ୍ରଲ୍‌କୁ ନିୟନ୍ତ୍ରଣରେ ରଖିଥାଏ। ଫଳରେ ହୃଦ୍‌ଘାତର ଆଶଙ୍କା କମ୍‌ ହୋଇଥାଏ। ମଟର ମଧୁମେହ ରୋଗୀଙ୍କ ପାଇଁ ମଧ୍ୟ ଭଲ।
* ସେହିପରି ଏଥିରେ ଫୋଲିକ୍‌ ଏସିଡ୍‌ ମଧ୍ୟ ରହିଛି, ଯାହା ଗର୍ଭବତୀଙ୍କୁ ପୋଷଣ ଦେବାରେ ସହାୟକ ହୋଇଥାଏ।
*ଏଥିରେ ଥିବା ଭିଟାମିନ୍‌ ଓ ମିନେରାଲ୍ସ ରୋଗ ପ୍ରତିରୋଧକ ଶକ୍ତିକୁ ବୃଦ୍ଧି କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri