ଶୀତଦିନେ ପିଅନ୍ତୁ ଏହି ଚା’…

ଶୀତଦିନେ ଲବଙ୍ଗ ଚା’ ପିଇଲେ ବହୁ ଉପକାର ହୋଇଥାଏ। ଲବଙ୍ଗ ଚା’ ଡାଇବେଟିସ୍‌ ଠାରୁ ଦୂରେଇ ରଖିଥାଏ। ଏହା କୋଲେଷ୍ଟରଲସ୍ତର କମାଇ ରକ୍ତ ସଞ୍ଚାଳନକୁ ସ୍ବାଭାବିକ କରିଥାଏ ବୋଲି ମିସିଗାନ୍‌ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ଲବଙ୍ଗରେ ମ୍ୟାଗ୍ନେସିୟମ୍‌, ଭିଟାମିନ-ସି,ଭିଟାମିନ-ସି ଏବଂ ଭିଟାମିନ-ଇ ରହିଥାଏ। ଏଥିରେ ଥିବା ଭିଟାମିନ-ଇ ଯୁବସୁଲଭ ଠାଣି ବଜାୟ ରଖିବାକୁ ସକ୍ଷମ ହୋଇଥାଏ। ସେହିପରି ଭିଟାବିନ୍‌-କେ ରକ୍ତ ଜମାଟ ବାନ୍ଧିବାରେ ସହାୟକ ହୋଇଥାଏ। ଏହା ଲିଭରରେ ଜମିଥିବା ଫ୍ୟାଟ୍‌କୁ ବାହାର କରିଥାଏ। ସେହିପରି ଡାଇବେଟିସ୍‌ କ୍ଷେତ୍ରରେ ଏହା ରକ୍ତ ଶର୍କରାସ୍ତରକୁ କମାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ ବୋଲି ରିପୋର୍ଟରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

ଆକ୍ରମଣ ସ୍ଥଗିତ, ଟ୍ରମ୍ପ୍‌ ଅସ୍ପଷ୍ଟ

ଦୁବାଇ/ଓ୍ବାଶିଂଟନ/ପ୍ୟାରିସ୍‌ ,୧୩ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri