ଶୀତଦିନେ ମେକ୍‌ଅପ

ଶୀତଦିନେ ମେକଅପ୍‌ ହେବା ପୂର୍ବରୁ ସ୍କିନ୍‌କୁ ପୂରା ମଶ୍ଚରାଇଜ୍‌ କରିଦିଅନ୍ତୁ। ଏଥିପାଇଁ ମେକଅପ୍‌ ପୂର୍ବରୁ ନିଜ ସ୍କିନ୍‌କୁ ଭଲ କ୍ଲିଞ୍ଜିଂ ମିଲ୍‌କ ସାହାଯ୍ୟରେ ସଫା କରନ୍ତୁ।
-ନିଜ ତ୍ୱଚାକୁ ସର୍ବପ୍ରଥମେ କ୍ଲିଞ୍ଜିଂ ମିଲ୍‌କରେ ସଫା କରନ୍ତୁ। ଏହାପରେ ଫାଉଣ୍ଡେଶନ ଲଗାନ୍ତୁ। ଥଣ୍ଡାଦିନରେ କ୍ରିମ୍‌ବେସ୍‌ ଫାଉଣ୍ଡେଶନ ବ୍ୟବହାର କରନ୍ତୁ, ଏହା ସହ ଭଲ ଭାବେ ସ୍କିନ୍‌ରେ ମିଶାଇ ଦିଅନ୍ତୁ। ଫାଉଣ୍ଡେଶନ ସବୁବେଳେ ସ୍କିନ୍‌ ସହ ମିଶୁଥିବା ପରି ନିଅନ୍ତି। ବେସ ଓ କମ୍ପାକ୍ଟ ପାଉଡରକୁ ଭଲ ଭାବେ ବ୍ଲେଣ୍ଡ କରନ୍ତୁ।
-ଓଠ ଫାଟିବାକୁ ଦୂରେଇ ରଖିବାକୁ ହେଲେ ଲିପ୍‌ବାମ୍‌ ଲଗାନ୍ତୁ। ଯଦି ସମୟ ମିଳୁଛି ମଶ୍ଚରାଇଜିଂ ଲିପ୍‌ ଟ୍ରିଟ୍‌ମେଣ୍ଟ କରନ୍ତୁ।
-ଗୋଲ୍‌ଡ ଆଇ ମେକ୍‌ଅପ ଚୟନ କରନ୍ତୁ। ଆପଣଙ୍କ ଲେହେଙ୍ଗା ଯେକୌଣସି କଲରର ହୋଇଥାଉନା କାହିଁକି ରେଡ୍‌, ଗ୍ରୀନ୍‌ ଏହା ସହିତ ଆପଣଙ୍କ ଗୋଲ୍ଡ ଆଇ ମେକଅପ୍‌ ଗ୍ଲାମର୍ସ ଲୁକ୍‌ ଦେଇଥାଏ। ଆପଣ ହେଭି ଶାଢ଼ି ସହିତ ମଧ୍ୟ ଗୋଲ୍ଡ ଆଇ ମେକଅପ୍‌ କରିପାରିବେ।
-ଲାଲ୍‌ ଲିପ୍‌ଷ୍ଟିକ୍‌ ଲଗାଇବା ସମୟରେ ଆଖିର ମେକଅପ୍‌ ହାଲ୍‌କା ହିଁ ରଖିବେ। ବ୍ରାଉନ୍‌ ଆଇ ଲାଇନର, ଲାଇଟ୍‌ ବ୍ରାଉନ୍‌ ଶ୍ୟାଡୋ ଓ ବ୍ଲାକ୍‌ ମସ୍କରାର କମ୍ବିନେଶନ ଲାଲ୍‌ ଲିପ୍‌ଷ୍ଟିକ୍‌ ସହ ଭଲ ମାନିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri