ଶୀତ ନେଇ ୪ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପୁଣି ଶୀତର ପ୍ରକୋପ ବଢ଼ିଛି। ବର୍ଷା ଛାଡ଼ିବା ପରେ ତାପମାତ୍ରା ଧୀରେ ଧୀରେ ଖସିବାରେ ଲାଗିଛି। ବୁଧବାର ୬ ସ୍ଥାନରେ ପାରଦ ୧୦ଡିଗ୍ରୀ ତଳେ ରହିଥିଲା। ସୋନପୁରରେ ସର୍ବନିମ୍ନ ୭.୪ ଡିଗ୍ରୀ ତାପମାତ୍ରା ଥିବାବେଳେ ଅନୁଗୋଳ ୮, ବୌଦ୍ଧ ଓ ଫୁଲବାଣୀ ୯, ଟିଟିଲାଗଡ଼ ୯.୧ ଓ କେନ୍ଦୁଝର ୯.୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଏହାଛଡ଼ା ଦାରିଙ୍ଗବାଡ଼ି ୧୦, ଝାରସୁଗୁଡ଼ା ଓ ସମ୍ବଲପୁରରେ ୧୦.୪ ଡିଗ୍ରୀ ତାପମାତ୍ରା ରହିଥିଲା। ଗୁରୁବାର ପ୍ରବଳ ଶୀତ ନେଇ ଅନୁଗୋଳ, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀର ଆଦି ୪ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ଦୁଇଦିନ ମଧ୍ୟରେ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଧୀରେ ଧୀରେ ୨ରୁ ୪ ଡିଗ୍ରୀ ପାରଦ ଖସିବ। ତେବେ ଆସନ୍ତା ୧୫ରୁ ୧୭ତାରିଖ ମଧ୍ୟରେ ବିଭିନ୍ନ ଜିଲାରେ ଘନ କୁହୁଡ଼ି ଆଚ୍ଛାଦିତ ହେବ। ବିଶେଷକରି ଉପକୂଳ ଓଡ଼ିଶା, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଅନୁଗୋଳ ଓ ଢେଙ୍କାନାଳ ଜିଲାରେ ଘନ କୁହୁଡ଼ି ପରିଲକ୍ଷିତ ହେବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିବା ସହ ସତର୍କ ସୂଚନା ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ହ୍ୟୁମାନଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା

ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା...

ନେତାନ୍ୟାହୁଙ୍କ ବଡ଼ ବୟାନ, କହିଲେ ରାଜନୀତି ଛାଡ଼ିବି ନାହିଁ

ଜେରୁଜେଲମ,୮।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ସେ ଏହି ମାସ ଶେଷରେ ଗାଜା ଶାନ୍ତି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଉପରେ ଆମେରିକା ରାଷ୍ଟ୍ରପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri