ଶୀତ ପାଇଁ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଶୀତ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ସ୍ଥାନକୁ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ନିୟମିତ ଟ୍ରେନରେ ମାତ୍ରାଧିକ ଭିଡ଼ ଓ ପର୍ଯ୍ୟଟକଙ୍କୁ ସୁହାଇବା ଭଳି ଜନପ୍ରିୟ ମାର୍ଗରେ ସ୍ବତନ୍ତ୍ର ଟ୍ରେନ ଚଳାଇବାକୁ ଯୋଜନା କରାଯାଇଛି। ହାଓଡ଼ା, କଲିକତା, ଶାଲିମାର, ସାନ୍ତ୍ରାଗାଛି, ବେଙ୍ଗାଲୁରୁ, ସିକନ୍ଦରାବାଦ, ଶ୍ରୀକାକୁଲମ, ତିରୁପତି, ଚେନ୍ନାଇ, ପଣ୍ଡିଚେରୀ, କୋଏମ୍ବାଟୁର, ବିଶାଖାପାଟଣା, ଆରକୁ ଦିଗକୁ ସ୍ବତନ୍ତ୍ର ଟ୍ରେନ୍‌ କରାଯାଇଛି। ୦୮୪୦୩-୦୮୪୦୪ ପୁରୀ-ସାନ୍ତ୍ରାଗାଛି ମାର୍ଚ୍ଚ ୨୮ ପର୍ଯ୍ୟନ୍ତ, ୦୮୦୩୭-୦୮୦୩୮ ଶାଲିମାର-ପୁରୀ-ସାନ୍ତ୍ରାଗାଛି ଜାନୁୟାରୀ ୧୮ ପର୍ଯ୍ୟନ୍ତ, ୦୩୧୦୧-୦୩୧୦୨ କୋଲକାତା-ପୁରୀ-କୋଲକାତା ଜାନୁୟାରୀ ୨୬ ପର୍ଯ୍ୟନ୍ତ ଚଳାଚଳ କରିବ। ସେହିପରି ବେଙ୍ଗାଲୁରୁ ଆଡ଼କୁ ୦୮୩୦୧-୦୮୩୦୨ ସମ୍ବଲପୁର-ବନ୍‌ସଓ୍ବାଡ଼ି ସ୍ପେଶାଲ ମାର୍ଚ୍ଚ ୨୫ ପର୍ଯ୍ୟନ୍ତ, ୦୮୬୩୫-୦୮୬୩୬ ହାଟିଆ-ବେଙ୍ଗାଲୁରୁ ସ୍ପେଶାଲ ଫେବୃୟାରୀ ୨୮ ପର୍ଯ୍ୟନ୍ତ, ସିକନ୍ଦରାବାଦ ଆଡକୁ ୦୮୪୦୭-୦୮୪୦୮ ଭୁବନେଶ୍ୱର-ସିକନ୍ଦରାବାଦ ସ୍ପେଶାଲ ମାର୍ଚ୍ଚ ୨୭ ପର୍ଯ୍ୟନ୍ତ, ୦୭୪୩୭-୦୭୪୩୮ କାଚେଗୁଡ଼ା-ଟାଟା ସ୍ପେଶାଲ ମାର୍ଚ୍ଚ ୩୦ ପର୍ଯ୍ୟନ୍ତ, ୦୭୧୪୭-୦୭୧୪୮ ଶ୍ରୀକାକୁଲମ-କାଚେଗୁଡ଼ା ସ୍ପେଶାଲ ଫେବୃୟାରୀ ୨୪ ପର୍ଯ୍ୟନ୍ତ ଓ ୦୮୫୦୧-୦୮୫୦୨ ବିଶାଖାପାଟଣା-ସିକନ୍ଦରାବାଦ ସ୍ପେଶାଲ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚଳାଚଳ କରିବ। ତିରୁପତିକୁ ୦୮୫୭୩-୦୮୫୭୪ ବିଶାଖାପାଟଣା-ତିରୁପତି ସ୍ପେଶାଲ ମାର୍ଚ୍ଚ ୩୦ ପର୍ଯ୍ୟନ୍ତ, ଚେନ୍ନାଇକୁ ୦୮୪୨୧-୦୮୪୨୨ ସାନ୍ତ୍ରାଗାଛି-ଚେନ୍ନାଇ ସ୍ପେଶାଲ ମାର୍ଚ୍ଚ ୨୮ ପର୍ଯ୍ୟନ୍ତ, ୦୬୦୧୦-୦୬୦୦୯ ସାନ୍ତ୍ରାଗାଛି-ପଣ୍ଡିଚେରୀ ଫେବୃୟାରୀ ୨୯ ପର୍ଯ୍ୟନ୍ତ, ୮୦୮୧୩-୮୦୮୧୪ ସାନ୍ତ୍ରାଗଛି-କୋଏମ୍ବାଟୁର ଫେବୃୟାରୀ ୨୮ ପର୍ଯ୍ୟନ୍ତ ଓ ବିଶାଖାପାଟଣାକୁ ୦୮୫୧୭-୦୮୫୧୮ ବିଶାଖାପାଟଣା-ଆରକୁ ସ୍ପେଶାଲ ଜାନୁୟାରୀ ୨୬ ପର୍ଯ୍ୟନ୍ତ ଚଳାଚଳ କରିବ। ଏହିସବୁ ଟ୍ରେନ ପାଇଁ ଯାତ୍ରୀମାନେ ଆଇଆର୍‌ସିଟି ଆପ୍‌ ଓ କାଉଣ୍ଟରରୁ ଟିକଟ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?