ଶୁକ୍ରବାରଠାରୁ ପୁରୀ, ଭୁବନେଶ୍ୱର ବିକାଶ କାର୍ଯ୍ୟ ଆରମ୍ଭ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ପୁଣି ଶ୍ରୀମନ୍ଦିର ଚତୁଃପାର୍ଶ୍ୱ କାମ ଆରମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାରଠାରୁ ଏହି କାମ ଆରମ୍ଭ କରିବାକୁ ବୁଧବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଭୁବନେଶ୍ୱରର ବିକାଶ କାମ ମଧ୍ୟ ଆରମ୍ଭ କରିବାକୁ ସେ କହିଛନ୍ତି।

ତେବେ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ୭୫ ମିଟର ଉଚ୍ଛେଦ କାର୍ଯ୍ୟ କରାଯାଉଥିଲା। ଚତୁଃପାର୍ଶ୍ୱ ଉଚ୍ଛେଦ କରି ସୌନ୍ଦର୍ଯ୍ୟକରଣ କରାଯାଉଥିଲା। ହେଲେ କରୋନା ପାଇଁ ୨ ମାସ କାର୍ଯ୍ୟ ବନ୍ଦ ରହିଯାଇଛି। ଏବେ ପୁଣି ବିକାଶ କାମ ଆରମ୍ଭ କର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri