ଶୁଖିଲା ଖାଦ୍ୟ ପ୍ରଦାନ

ଛେଣ୍ଡିପଦା, ୨୨।୪(ସ୍ବ.ପ୍ର.) – ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ କରୁଥିବା ଗାୟତ୍ରୀ ପ୍ରୋଜେକ୍ଟ ଲିମିଟେଡ କମ୍ପାନୀ ପକ୍ଷରୁ ଛେଣ୍ଡିପଦା ବ୍ଲକ କତଡା ପଞ୍ଚାୟତର ୩ଶହ ଗରୀବ ହରିଜନ, ଆଦିବାସୀ ପରିବାରକୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। କମ୍ପାନୀ ଭାଇସ୍‌ ପ୍ରେସିଡେଣ୍ଟ ବି.ଭି.ୟୁ. ଭାସ୍କରଙ୍କ ନିର୍ଦ୍ଦେଶ କ୍ରମେ ଡିଜିଏମ ଜି. ପଦ୍ମନାଭମ ନାନାଜୀଙ୍କ ତତ୍ତାବଧାନରେ ସରପଞ୍ଚ ସଞ୍ଜୟ କୁମାର ପ୍ରଧାନ, ଗ୍ରାମ ସଭାପତି ଗୋକୁଳାନନ୍ଦ ପ୍ରଧାନ, ୱର୍ଡମେମ୍ବର ପାର୍ବତୀ ନାଏକ, ସାମାଜିକ କର୍ମୀ କୁନା ନାଏକ, କମ୍ପାନୀ ଏଚ୍‌ଆର୍‌ ଏଜିଏମ୍‌ ମୁରଲୀ ମୋହନ, ମେକାନିକାଲ ଏଜିଏମ୍‌ ଅରୁଣ ଛେତ୍ରୀ, ଏସ.ବି. କ୍ରିଷ୍ଣା, ରବି କିରନ, ସି.ଏଚ. ରବି କୁମାର, ରାଜୁ କୁମାର ପ୍ରମୁଖ ଉପସ୍ଥିତ ଶୁଖିଲା ଖାଦ୍ୟ ବଣ୍ଟନ ସହ କୋଭିଡ-୧୯ ସମ୍ପର୍କରେ ସଚେତନତା ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା…

ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ସହଯୋଗ କାମନା

ଭଞ୍ଜନଗର,୨୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ବିକାଶ ପରିଷଦ ଭଞ୍ଜନଗର ଶାଖାର ୪ର୍ଥ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଏକତରଫା ପ୍ରେମ ପାଇଁ ଯୁବତୀଙ୍କୁ ଜାଳିଥିଲେ, ଏବେ…

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରେ ଘଟିଥିବା ଅଭାବନୀୟ ଘଟଣାର ଚିତ୍ର ସାମ୍ନାକୁ ଆସିଛି। ଏକତରଫା ପ୍ରେମରୁ ଯୁବକ ଜଣକ ଯୁବତୀଙ୍କ…

ଏସ୍‌ସିବି ମେଡିକାଲରୁ ବୃଦ୍ଧ ରୋଗୀ ନିଖୋଜ, ମଙ୍ଗଳାବାଗ ଥାନାରେ ଏତଲା

କଟକ, ୨୭/୬: କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ଜଣେ ବୃଦ୍ଧ ରୋଗୀ ନିଖୋଜ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ପରିବାର ଲୋକେ…

ଯାତ୍ରୀଙ୍କୁ ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଫେରାଇଲେ ଡ୍ରାଇଭର, ପ୍ରଶଂସା କରି ଲୋକେ କହିଲେ…

ପୁରୀ,୨୭ା୬(ଅଜିତ କୁମାର ମହାନ୍ତି): କାର୍‌ରେ ଯାତ୍ରୀ ଛାଡ଼ିଯାଇଥିବା ପ୍ରାୟ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା ଭର୍ତ୍ତି…

ସମୁଦ୍ରର ଉଚ୍ଚ ଜୁଆରରେ କୂଳ ଲଂଘୁଛି; ବେଳାଭୂମିର ଦ୍ରୁତ ଅବକ୍ଷୟ, ସମୁଦ୍ର ଗର୍ଭରେ ଲୀନ ହେବାର ଆଶଙ୍କାରେ ଉପକୂଳବର୍ତ୍ତୀ ଅଞ୍ଚଳ

ଗଞ୍ଜାମ, ୨୭।୬ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧଠାରୁ ପ୍ରୟାଗୀ ପର୍ଯ୍ୟନ୍ତ ବେଳାଭୂମି ଗତ କିଛି ଦିନ ଧରି ଦ୍ରୁତ…

ଶ୍ରୀମନ୍ଦିର ପ୍ରଶାସନର ବଡ଼ ସୂଚନା, ୧୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୨୭।୬: ଦିନକ ପରେ ଶ୍ରୀଜିଉଙ୍କ ପବିତ୍ର ସ୍ନାନଯାତ୍ରା। ଏନେଇ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର। ସ୍ନାନଯାତ୍ରାର ସ୍ବତନ୍ତ୍ର ନୀତିକାନ୍ତି ପାଇଁ ୧୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ…

ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବଞ୍ଚୋ/ହାଟଡିହୀ/ଛେନାପଦୀ,୨୭ା୬(ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଏବଂ ଆନନ୍ଦପୁର ଏସ୍‌ଡିପିଓ ଚଢ଼ାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri