ଶୁଙ୍ଘିବା ପାଇଁ କେବଳ ନାକ ନୁହେଁ, ଜିଭ କରିଥାଏ ସାହାଯ୍ୟ

ଯେକୌଣସି ବ୍ୟକ୍ତି କୌଣସି ବାସ୍ନା କିମ୍ବା ଗନ୍ଧକୁ କେବଳ ନାକରେ ଶୁଙ୍ଘି ନ ଥାଆନ୍ତି, ବରଂ ଏ ନେଇ ଜିଭର ମଧ୍ୟ ସାହାଯ୍ୟ ନେଇଥାଆନ୍ତି। ଏହାକୁ ନେଇ ବୈଜ୍ଞାନିକମାନେ ଏକ ନୂତନ ଗବେଷଣାରେ ଦାବି କରିଛନ୍ତି। ଫିଲାଡେଲ୍‌ଫିଆ ମେନ୍‌ ମୋନେଲ କେମିକାଲ ସେନ୍ସ ସେଣ୍ଟରର ବାୟୋଲୋଜି ଡକ୍ଟର ମେହମତ ଓଜନର କହିଛନ୍ତିଯେ, ମଣିଷ ଜିଭ ଦ୍ୱାରା ମଧ୍ୟ ଶୁଙ୍ଘିପାରିବେ। ଏନେଇ ସମ୍ପୃକ୍ତ ବୈଜ୍ଞାନିକ ମନୁଷ୍ୟର ଶୁଙ୍ଘିବାକୁ ନେଇ ଏକ ଗବେଷଣା କରିଥିଲେ। ଏପରି ଗବେଷଣା କରିବା ପାଇଁ ତାଙ୍କର ସେହିଦିନ ଇଚ୍ଛାହେଲା, ଯେଉଁ ଦିନ ୧୨ ବର୍ଷର ପୁଅ ସାପକୁ ଦେଖି କହିଲା ସାପ ଶୁଙ୍ଘିବା ପାଇଁ ଜିଭ ବାହାରକୁ କରିଥାଏ।
ଓଜନରଙ୍କ କହିବା ଅନୁଯାୟୀ, ସାପ ସିଧା ଜିଭରେ ଗନ୍ଧ ଶୁଙ୍ଘି ନ ଥାଏ। ସେ ଶୁଙ୍ଘିବା ପାଇଁ ମୁହଁର କୌଣସି ଜିନିଷ ପାଖକୁ ନେଇଥାଏ। ମାତ୍ର ମଣିଷ ସିଧାସଳଖ ଜିଭରେ ଶୁଙ୍ଘି ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ସୂର୍ଯ୍ୟ-ବୁଧ-କେତୁଙ୍କ ଅଦ୍ଭୁତ ସଂଯୋଗ: ସୁନା ଭଳି ଚମକିବ ୩ ରାଶିଙ୍କ ଭାଗ୍ୟ, ଯାହା ଚାହିଁବେ ତାହା ହେବ!

ବର୍ତ୍ତମାନ ଗ୍ରହମାନଙ୍କ ରାଜା ସୂର୍ଯ୍ୟ ଏବଂ ରାଜକୁମାର ବୁଧ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ସଂଯୋଗବଶତଃ କେତୁ ମଧ୍ୟ ଏହି ନକ୍ଷତ୍ରରେ ରହିଥିବାରୁ ଏକ ବିଶେଷ ଗ୍ରହ…

ଭାରତ ଠାରୁ ପାକିସ୍ତାନରେ ଏତେ ଶସ୍ତା ଚିନି! ତା’ ହେଲେ ଭାରତରେ ମହଙ୍ଗା କାହିଁକି?

ନୂଆଦିଲ୍ଲୀ, ୨୬।୮: ଚିନିକୁ ନେଇ ଭାରତ ଏବଂ ପାକିସ୍ତାନରେ ଆଜିକାଲି ସମ୍ପୂର୍ଣ୍ଣ ବିପରୀତ ଚିତ୍ର ଦେଖିବାକୁ ମିଳୁଛି। ଯେଉଁଠି ଭାରତର ଖୁଚୁରା ବଜାରରେ ଚିନିର ଦର କିଲୋଗ୍ରାମ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ପୁଣି ମହଙ୍ଗା ହେଲା ଚିନି ଦର, ଜାଣନ୍ତୁ ଏବେ କେତେ ରେଟ୍‌

ନୂଆଦିଲ୍ଲୀ, ୨୬।୮: ପର୍ବପର୍ବାଣୀ ଯେତିକି ପାଖେଇ ଆସୁଛି, ଚିନି ଦର ସେତିକି କମିବା ବଦଳରେ ବଢ଼ିବାରେ ଲାଗିଛି। ଚିନି ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ଚିନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri