Posted inଜାତୀୟ

ଶୁଟର ଦାଦିଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବେ ୟୁପି ସରକାର

ଲକ୍ଷ୍ନୌ,୭।୯: ଦେଶର ଶୁଟର ଦାଦି ତଥା ଅନ୍ତରାଷ୍ଟ୍ରୀୟ ଖାତି ସମ୍ପନ୍ନ ବିଶ୍ୱର ସବୁଠାରୁ ବୟସ୍କ ମହିଳା ବନ୍ଧୁକଚାଳିକା ଚନ୍ଦ୍ରୋ ତୋମରଙ୍କର ଦିଲ୍ଲୀସ୍ଥିିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଚିକିତ୍ସା ଚାଲିଛି। ୮୭ ବର୍ଷୀୟା ଚନ୍ଦ୍ରୋଙ୍କ ଗୋଡରେ ଆଘାତ ହୋଇଥିବା କୁହାଯାଉଛି। ଯେଉଁଥିପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶନିବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁଟର ଦାଦିଙ୍କ ଦେଖାରଖା କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ତାଙ୍କର ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

କେନ୍ଦ୍ରୀୟ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଉପହାର: DA ବୃଦ୍ଧିକୁ ମଞ୍ଜୁରୀ ଦେଲେ ସରକାର, ଏଣିକି ଏତେ ବଢିବ ଦରମା

ନୂଆଦିଲ୍ଲୀ,୧୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଆଶ୍ୱସ୍ତି ମିଳିଛି। ସରକାର ମହଙ୍ଗା…

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

କାମ କରୁଥିବା ବେଳେ ପଡ଼ିଲେ ତଳେ: ଅଂଶୁଘାତରେ  ମୃତ୍ୟୁ ସନ୍ଦେହ

ସମ୍ବଲପୁର,୧୮।୪(ପ୍ରମୋଦ ବହିଦାର): ସମ୍ବଲପୁର ସହର ସମେତ ସମଗ୍ର ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଅଂଶୁଘାତ ସନ୍ଦେହ କରାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri