Posted inଜାତୀୟ

ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଲେ ହାଇକୋର୍ଟ: ପ୍ରତିଟି ଜୀବନର ମୂଲ୍ୟ ଅଛି, ଯଦି…

ନୂଆଦିଲ୍ଲୀ,୧୬।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଦିଲ୍ଲୀ ହାଇକୋର୍ଟ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ୱାଙ୍ଗଚୁକଙ୍କ ବିଗିଡ଼ୁଥିବା ସ୍ବାସ୍ଥ୍ୟାବସ୍ଥାକୁ ନେଇ ଦାଖଲ ହୋଇଥିବା ଏକ ଜନହିତ ଯାଚିକା (PIL) ଉପରେ ଗୁରୁବାର ଶୁଣାଣି କରି ଅଦାଲତ କେନ୍ଦ୍ର ସରକାରଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ସ୍ପଷ୍ଟ ଭାବେ କହିଛନ୍ତି ଯେ ଦେଶରେ ପ୍ରତ୍ୟେକ ନାଗରିକଙ୍କ ଜୀବନର ଅନେକ ମୂଲ୍ୟ ରହିଛି ଏବଂ ତାଙ୍କ ଜୀବନର ରକ୍ଷା ପାଇଁ ସମସ୍ତ ସମ୍ଭବ ପ୍ରୟାସ କରିବା ସରକାରଙ୍କ ଦାୟିତ୍ୱ ଅଟେ।

ମାମଲାର ଶୁଣାଣି ସମୟରେ କେନ୍ଦ୍ର ଓ ଦିଲ୍ଲୀ ସରକାରଙ୍କ ପକ୍ଷରୁ ହାଜର ହୋଇଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଅଦାଲତଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ, ସୋନମ ୱାଙ୍ଗଚୁକଙ୍କର ପ୍ରତିଦିନ ଡାକ୍ତରୀ ପରୀକ୍ଷା କରାଯିବ। ସେ କୋର୍ଟଙ୍କୁ ଜଣାଇଛନ୍ତି ଯେ, ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟ ଉପରେ ଦୈନିକ ନଜର ରଖାଯାଉଛି ଏବଂ ଏଥିପାଇଁ ଏକ ନିୟମିତ ହେଲ୍‌ଥ ରିପୋର୍ଟ ମଧ୍ୟ ପ୍ରସ୍ତୁତ କରାଯାଉଛି। କେନ୍ଦ୍ର ସରକାରଙ୍କ ଏହି ଆଶ୍ୱାସନାକୁ ରେକର୍ଡ କରିବା ସହ ତାଙ୍କ ସ୍ବାସ୍ଥ୍ୟର ଉଚିତ୍‌ ଯତ୍ନ ନେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଷ୍ଟେଶନରେ ଭୟଙ୍କର ବିସ୍ଫୋରଣ,୧୪ ଜଣଙ୍କ ମୃତ୍ୟୁ

ଇସଲାମବାଦ୍,୧୬ା୭: ପାକିସ୍ତାନର ପଖତୁନଖ୍ୱା ପ୍ରଦେଶ ପୁଣିଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣରେ ଥରି ଉଠିଛି ।ଆତଙ୍କବାଦୀମାନେ ବାନୁ ଜିଲାର ମିରିଆନ୍ ପୋଲିସ ଷ୍ଟେଶନକୁ ଟାର୍ଗେଟ କରି ବିସ୍ଫୋରକ…

କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ…

ଶାଳୀଙ୍କୁ ନେଇ ଫେରାର ହୋଇଯାଉଥିଲେ ଭିଣୋଇ: ବାଟରେ ଘଟିଲା…

ଭୋପାଳ,୧୬।୭:ମଧ୍ୟପ୍ରଦେଶର ମୋରେନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକଙ୍କୁ ପ୍ରେମ ସମ୍ପର୍କ ଯୋଗୁ ସର୍ବସାଧାରଣରେ ନିର୍ମମ ଦଣ୍ଡ ଦିଆଯାଇଥିଲା। ଜିଲାର କିଚୋଲ…

କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ, ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି ମହାବାହୁ

ପୁରୀ,୧୬ା୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଗୁରୁବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ…

ଯୁଦ୍ଧ ମଧ୍ୟରେ ଇରାନକୁ ପ୍ରଶଂସା କଲେ ଡୋନାଲ୍ଡ ଟମ୍ପ: ଜାଣନ୍ତୁ କାହିଁକି

ଓ୍ବାଶିଂଟନ୍‌,୧୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସଦିଚ୍ଛା(Goodwill) ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି। ଟ୍ରମ୍ପଙ୍କ ପ୍ରଶଂସା ଇରାନ ଜଣେ ଆମେରିକୀୟ ମହିଳାଙ୍କୁ ମୁକ୍ତ କରିବା ପରେ କରିଥିଲେ।…

ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ସହ…

ପୁରୀ,୧୬ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବଶ୍ରେଷ୍ଠ ମହାପର୍ବ ରଥଯାତ୍ରା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ପ୍ରସ୍ତୁତ।…

ଭାଜପାକୁ ମମତାଙ୍କ ଖୋଲା ଚ୍ୟାଲେଞ୍ଜ, ‘ଅନ୍ତ ଦେଖିବା ଯାଏ ବଞ୍ଚିବି’

କୋଲକାତା,୧୬।୭: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ପୁଣି ଥରେ ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେ ତାଙ୍କ…

ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ ରାସ୍ତାକଡକୁ ଖସିପଡିଲା ସରକାରୀ ବସ୍‌, ଭିତରେ ବସିଥିଲେ ଯାତ୍ରୀ

କେସିଙ୍ଗା, ୧୬।୭(ତୁମେଶ୍ୱର ସାହୁ): ଭୁବନେଶ୍ୱରରୁ କେସିଙ୍ଗା ଦେଇ ଭବାନୀପାଟଣା ଅଭିମୁଖେ ଯାଉଥିବା ସରକାରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁବାର ସକାଳେ ବସ୍‌ଟି ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri