ଶୁଣ୍ଢରେ ଟେକି କଚାଡ଼ି ଦେଲା ହାତୀ, ଜଣେ ଗୁରୁତର

ପବିତ୍ରନଗର,୯ା୪(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ତାଳଚେର ବନାଞ୍ଚଳ କଣିହାଁ ବ୍ଲକ ବିରୁ ଗ୍ରାମର ଭାଗବତ ଦେହୁରୀଙ୍କୁ ଗୁରୁବାର ହାତୀ ଆକ୍ରମଣ କରିବାରୁ ସେ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ତାଳଚେର ଉପଖଣ୍ଡସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି। ତାଙ୍କର ମୁଣ୍ଡ, ଛାତି ସହିତ ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଥିବା ଜଣାପଡ଼ିଛି । ଭାଗବତ ଭୋର୍‌ ସମୟରୁ ମହୁଲ ସଂଗ୍ରହ ନିମନ୍ତେ ତାଙ୍କ ସ୍ତ୍ରୀଙ୍କ ସହିତ ଜମି ନିକଟରେ ଥିବା ମହୁଲ ଗଛ ନିକଟକୁ ଯାଇଥିଲେ।ସେଠାରେ ହାତୀ ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

ଗୋପାଳପୁର ଚିନ୍ତାରେ ବିଜେଡି: ପ୍ରଦୀପଙ୍କ ପଛେ ପଛେ ଭାଜପାରେ ସାମିଲ ହେଉଛନ୍ତି କର୍ମୀ

ଗୋପାଳପୁର,୨୮।୩(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନୀତି ତାତି ସେତେ ବଢୁଛି। ଗୁରୁବାର ଗୋପାଳପୁର ନିର୍ବାଚନ ମଣ୍ଡଳୀ ଗୋଳନ୍ଥରା ସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri