ଶୁଭାରମ୍ଭ କିଛି ନୂଆ ସଙ୍କଳ୍ପ ସହ

ନୂଆ ବର୍ଷ ଆରମ୍ଭରେ ଅନେକେ ନୂଆ ନୂଆ ସଙ୍କଳ୍ପ ନେଇଥାନ୍ତି ଜୀବନକୁ ସରସ ସୁନ୍ଦର କରିବା ପାଇଁ। ବିଶେଷ କରି ଉତ୍ତମ ସ୍ବାସ୍ଥ୍ୟ ସମ୍ପର୍କିତ ଏଭଳି କିଛି ସଂକଳ୍ପ ନିଅନ୍ତୁ ଯାହାକୁ ପାଳନ କରିବା ସହଜ ତଥା ସମ୍ଭବ ହୋଇପାରିବ..

* ପ୍ରତିଦିନ କିଛି ନା କିଛି ଶାରୀରିକ ପରିଶ୍ରମ କରିବା ଲାଗି ଚେଷ୍ଟା କରନ୍ତୁ। ଏଥିଲାଗି ଆପଣ ପ୍ରତ୍ୟେକ ଦିନ କିଛି ସମୟ ଚାଲିବା ଅଭ୍ୟାସ କରନ୍ତୁ ।
* ହଠାତ୍‌ ଜିମ୍‌ ଯିବା ଆରମ୍ଭ ନ କରି ପ୍ରଥମେ ଘରେ କିଛି ସମୟ ଯୋଗ, ଆସନ, ବ୍ୟାୟାମ କରିବାକୁ ଚେଷ୍ଟା କରନ୍ତୁ।
* ଡାଏଟିଂ କରିବାକୁ ଯାଇ ଖାଦ୍ୟର ମାତ୍ରା ହଠାତ ନ କମେଇ ଚେଷ୍ଟା କରନ୍ତୁ ସ୍ବାସ୍ଥ୍ୟକର ଖାଦ୍ୟ ଖାଇବା ପାଇଁ।
* ପ୍ରତ୍ୟେକ ଦିନ ଡାଏଟ୍‌ରେ ସନ୍ତୁଳିତ ଖାଦ୍ୟକୁ ସାମିଲ କରିବା ପାଇଁ ଚେଷ୍ଟା କରନ୍ତୁ।
* ତେଲ ମସଲା ତଥା ଜଙ୍କ ଫୁଡ୍‌ ଖାଇବା କମେଇ ଖାଦ୍ୟରେ ସବୁଜ ପନିପରିବା ତଥା ଫଳକୁ ସାମିଲ କରନ୍ତୁ।
* ଏକା ସାଙ୍ଗେ ବହୁତ ଖାଇବା ଅପେକ୍ଷା କିଛି କିଛି ବ୍ୟବଧାନରେ ଖାଇବା ଭଲ।
* ପ୍ରଚୁର ପରିମାଣରେ ପାଣି ପିଇବାର ଅଭ୍ୟାସ କରନ୍ତୁ।
* ଆବଶ୍ୟକ ମୁତାବକ ନିଦ୍ରା ଯାଆନ୍ତୁ॥


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

Valentine Day: ଭାଲେଣ୍ଟାଇନ୍ସ ଡେ’ରେ ଏହି ୩ ରାଶିର ଭାଙ୍ଗିବ ହୃଦୟ! ରୋମାଣ୍ଟିକ ଡିନର୍‌ରେ ଯିବେ ମୀନ ସହ ଏହି ୨ରାଶି…

ଆଜି ଭାଲେଣ୍ଟାଇନ୍ସ ଡେ। ପ୍ରେମର ଏହି ଦିନରେ, ଆଜି ପ୍ରେମ ରାଶିଙ୍କ ବିଷୟରେ ଆସନ୍ତୁ ଜାଣିବା। ମେଷ, ସିଂହ, କନ୍ୟା, ବିଛା ଏବଂ ମୀନ ରାଶିର ଲୋକମାନେ…

ମହାଶିବରାତ୍ରିରୁ ଉତ୍ତର ଦିଗକୁ ଗତି କରିବେ ବୁଧ ଗ୍ରହ: ଏହି ୩ ରାଶିର ଭଲ ହେବ ନା ଖରାପ, ଜାଣନ୍ତୁ…

ବୈଦିକ ଜ୍ୟୋତିଷରେ, ବୁଧ ଗ୍ରହ ହେଉଛି ବୁଦ୍ଧି, ବାଣୀ, ତର୍କ, ଗଣିତ, ବ୍ୟବସାୟ ଏବଂ ଯୋଗାଯୋଗ ପାଇଁ ଦାୟୀ। ଏହା ଜଣେ ବ୍ୟକ୍ତିଙ୍କ ବିଶ୍ଳେଷଣାତ୍ମକ କ୍ଷମତା, ନିଷ୍ପତ୍ତି…

କୁମ୍ଭ ରାଶିରେ ଚତୁର୍ଗ୍ରହୀ ଯୋଗ, ଦୁର୍ଲଭ ସଂଯୋଗରୁ ଲାଭବାନ୍ ହେବେ ଏହି ୩ ରାଶି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନେ ସମୟ ସମୟରେ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗୋଚର କରନ୍ତି । ଏହି ସମୟ ମଧ୍ୟରେ, ଗ୍ରହମାନେ ଅନ୍ୟ ଗ୍ରହମାନଙ୍କ…

ହଠାତ୍ ଭୋକ ଲାଗିବା ବନ୍ଦ ହୋଇଯାଉଛି କି? ସାବଧାନ! ହୋଇପାରେ ଗମ୍ଭୀର ରୋଗର ଲକ୍ଷଣ

କିଛି ଲୋକଙ୍କର ହଠାତ୍ ସ୍ୱାଭାବିକ ଭୋକ କମିଯାଏ । ଏହାକୁ ପ୍ରାୟତଃ ଥକ୍କାପଣ, ପାଗ କିମ୍ବା ଦିନଚର୍ଯ୍ୟାରେ ପରିବର୍ତ୍ତନ ବୋଲି ଖାରଜ କରାଯାଏ । ଭୋକ ଆମ…

ସୂର୍ଯ୍ୟ ପରାଗରେ ଶନିଙ୍କ ରାଶିରେ ଖରାପ ପ୍ରଭାବ, ଏହି ୩ଟି ରାଶିରେ ଘୋଟିଯିବ ବିପଦ!

ସୂର୍ଯ୍ୟ ବର୍ତ୍ତମାନ ମକର ରାଶିରେ ଅଛନ୍ତି। ଏହା ଫେବୃଆରୀ ୧୩ ତାରିଖରେ କୁମ୍ଭ ରାଶିରେ ପ୍ରବେଶ କରିବ ଏବଂ ତା’ପରେ ଫେବୃଆରୀ ୧୭ ତାରିଖରେ ସୂର୍ଯ୍ୟଗ୍ରହଣ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri