Posted inଫୁରସତ

ଶୁଭ ଅଶୁଭ ସଙ୍କେତ

* ଯେଉଁ ଘରେ ସର୍ବଦା ବିଲେଇ କଳି କରୁଥାନ୍ତି ସେହି ଘରେ ସବୁବେଳେ ବିବାଦ ଲାଗି ରହିଥାଏ ବୋଲି ଲୋକକଥା ରହିଛି।

* ଘର ସମ୍ମୁଖରେ ଗାଈ ଆସି ହମ୍ବାଳିବା ଶୁଭ ବୋଲି କୁହାଯାଏ । ସେହି ଘରକୁ ଖୁବ୍‌ ଶୀଘ୍ର ଖୁସି ଖବର ଆସିବାର ସୂଚନା ମିଳିଥାଏ ।

* ଘର ସାମ୍‌ନାରେ କୁକୁର କାନ୍ଦି ବା ଅଶୁଭ ବୋଲି କୁହାଯାଏ । ଏପରି ହେବା ଦ୍ୱାରା ସେହି ଘରକୁ ବିପଦ ଆସିବାର ସଙ୍କେତ ମିଳିଥାଏ।

* ଯେଉଁ ଘରେ ଏକାସାଙ୍ଗେ ବହୁତ ପରିମାଣରେ କଳା ପିମ୍ପୁଡି ଦେଖାଯାନ୍ତି ସେହି ଘରେ ଐଶ୍ଚର୍ଯ୍ୟ ବୃଦ୍ଧି ହେବା ସହ ଧନ ଲାଭର ସୂଚନା ମଧ୍ୟ ମିଳିଥାଏ ।

* ଘର ପାଖରେ ମୟୂର ଦେଖାଦେବା ଶୁଭ ସଙ୍କେତ ବୋଲି କୁହାଯାଏ। ଘର ଉପରେ ବା ଅଗଣାରେ ମୟୂର ଆସି ବସିବା ଘରକୁ ଖୁସି ଖବର ଆସିବାର ସୂଚନା ମିଳିଥାଏ ।

* ଘରେ ୩-୪ଟି କଙ୍କଡାବିଛା ଏକା ସଙ୍ଗେ ଦେଖାଦେବା ଧନହାନିର ସୂଚନା ଦେଇଥାଏ ।

* କିନ୍ତୁ ଘରେ ଯଦି ହଳଦୀ ରଙ୍ଗର ବିଛା ଦେଖାଦିଏ ତେବେ ଏହା ଧନଲାଭର ସଙ୍କେତ ଦେଇଥାଏ ।

* ଘରେ ଚୁଚୁନ୍ଦ୍ରା ଦେଖାଦେବା ଧନଲାଭର ଶୁଭ ସଙ୍କେତ ଦେଇଥାଏ ।

* ଘର ଉପରେ କୋଇଲି ଉଡିବା ଶୁଭ କୁହାଯାଉଥିବା ବେଳ ଘରେ ପେଚା ବସିବା ଅଶୁଭ ବୋଲି କୁହାଯାଏ ।

* ଛାତ ଉପରେ ବା ଅଗଣାରେ କ୍ଷତବିକ୍ଷତ ଚଢେଇ ଆସି ପଡିବା ଘରକୁ କୌଣସି ବିପଦ ଆସିବାର ସଙ୍କେତ ଦେଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri