ଶୁଳିଆପଦା ବ୍ଲକ୍‌ରେ ସର୍ବାଧିକ ବର୍ଷା

ବାରିପଦା ଅଫିସ,୨୬।୭- ମୟୂରଭଞ୍ଜ ଜିଲାରେ ବୁଧବାର ସନ୍ଧ୍ୟାରୁ ବିଭିନ୍ନ ସମୟରେ ବର୍ଷା ହେଉଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଜିଲାରେ ମୋଟ ୪୯୦.୧୮ ମିମି ବର୍ଷା ହୋଇଥିବା ଜଣାପଡିଛି। ସୂଚନା ମୁତାବକ ଶୁଳିଆପଦା ବ୍ଲକ୍‌ରେ ସର୍ବାଧିକ ୬୪.୨ ମି.ମି ବର୍ଷା ହୋଇଛି। ସେହିପରି ମୋରଡା ବ୍ଲକରେ ୭ ମିମି, ରାସଗୋବିନ୍ଦପୁରରେ ୭ ମିମି, କୁଳିଅଣାରେ ୯.୧ ମିମି, ସାରସକଣାରେ ୨ ମିମି, ବାଙ୍ଗିରିପୋଷିରେ ୫୪.୮ ମିମି, ବାରିପଦାରେ ୫୫ ମିମି, ଖୁଣ୍ଟାରେ ୯ ମିମି, ଗୋପବନ୍ଧୁନଗରରେ ୯ ମିମି, ଉଦଳାରେ ୧୦ ମିମି, କପ୍ତିପଦାରେ ୧୯ ମିମି, ବିଶୋଇରେ ୪ ମିମି, କୁସୁମୀରେ ୪୪ ମିମି, ଜାମଦାରେ ୫ ମିମି, ଯଶିିପୁରରେ ୭.୦୮ ମିମି, କରଞ୍ଜିଆରେ ୯ ମିମି, ଠାକୁରମୁଣ୍ଡାରେ ୨୯ ମିମି, ଶୁକୃଳିରେ ୨୫ ମିମି, ରରୁଆଁରେ ୪୦ ମିମି, ଶାମାଖୁଣ୍ଟାରେ ୫୨ ମିମି, ବଡସାହିରେ ୨୩ ମିମି ଓ ବେତନଟୀ ବ୍ଲକରେ ୬ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?