ଶେରଗଡ଼ରେ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ ପାଳିତ

ଶେରଗଡ,୧୭।୪(ଡି.ଏନ୍‌.ଏ.): ପ୍ରବାଦ ପୁରୁଷ ତଥା ବିଶିଷ୍ଟ ଜନନାୟକ, ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କର ଶୁକ୍ରବାର ୨୩ତମ ଶ୍ରାଦ୍ଧବାର୍ଷିିକୀ। ଗଞ୍ଜାମ ଜିଲା ଶେରଗଡ଼ରେ ବିଜୁ ବାବୁଙ୍କୁ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ପ୍ରଥମେ ଚାରିଛକରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କରାଯାଇଥିଲା। ପରେ ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବାସ ଭବନରେ କର୍ମୀମାନେ ଏକଜୁଟ ହୋଇଥିଲେ ା ବିଜୁ ବାବୁଙ୍କ ଫଟୋରେ ଫୁଲ, ଚନ୍ଦନ ଦେବା ପରେ ଜଣେ ଜଣେକରି ବିଜୁ ବାବୁଙ୍କ ସ୍ମୃତିଚାରଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ବାବୁଲା କୁମାର ଚୌଧୁରୀ, ବରିଷ୍ଠ ନେତା ହୃଷିକେଶ ପାଢ଼ୀ, ଦୁର୍ଗାମାଧବ ବିଷୋୟୀ, ଗୌରହରି ବିଷୋୟୀଙ୍କ ସମେତ ବହୁକର୍ମୀ ଯୋଗଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ସମ୍ବଲପୁର DRUCC ସଦସ୍ୟ ଭାବେ ମନୋନୀତ ହେଲେ ରମଣୀ ରଞ୍ଜନ ବେହେରା

ବରଗଡ଼, ୨୩।୯ (ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ରେଳପଥ ମଣ୍ଡଳ (ଡିଭିଜନ୍)ର ‘ଡିଭିଜନାଲ୍ ରେଲୱେ ୟୁଜର୍ସ କନସଲଟେଟିଭ୍ କମିଟି’ (DRUCC) ର ନୂତନ ସଦସ୍ୟ ଭାବେ ବରଗଡ଼ର ଜଣାଶୁଣା…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?