ଶେରଗଡ଼ ଆଖପାଖ ଅଞ୍ଚଳରେ ଓଷାକୋଠି ଆରମ୍ଭ

ଶେରଗଡ଼,୮ା୧୦(ଡି.ଏନ.ଏ.)- ଶେରଗଡ଼ ରମୁଣିସାହି ଓ ହରିଜନସାହିରେ ଓଷାକୋଠି ଯାତ୍ରା ଆରମ୍ଭ ହୋଇଛି। ଦୁଇ ସାହି ଲୋକେ ନିଜ ସାହିର କୋଠ ଘରେ ଏକତ୍ରିତ ହୋଇ ଓଷାକୋଠି ଚିତ୍ର ଆଙ୍କିଥିବା କାନ୍ଥରେ ଫୁଲଚନ୍ଦନ ଦେବାପରେ ମା’ ରାମଚଣ୍ଡୀଙ୍କ ଆଜ୍ଞାମାଳ ଆଣିଥିଲେ। ହରିଜନ ସାହିରେ ମଧ୍ୟ ତାଙ୍କ ଠାକୁରାଣୀଙ୍କ ଆଜ୍ଞାମାଳ ଆଣି ଥିଲେ। ଉଭୟ ସାହି ଅଲଗା ଅଲଗା ଭାବେ ନନ୍ଦିନୀ ନଦୀକୁ ଯାଇ ଜଳ କଳସ ଆଣିଥିଲେ। କୋଠଘରେ ଉକ୍ତ କଳସ ରଖି ପାରମ୍ପରିକ ପୂଜାର୍ଚ୍ଚନା ହୋଇଥିଲା। ମୁଗ ଗଜାହେବା ପାଇଁ ପକାଯାଇଥିଲା। ଏହିପରି ପ୍ରତିଦିନ ସକାଳେ ସନ୍ଧ୍ୟାରେ କୁମାରପୂର୍ଣ୍ଣିମା ପର୍ଯ୍ୟନ୍ତ ପୂଜା ଚାଲିବ। ସେହିପରି ବ୍ଲକର ରାମଗିରି, ପାଟପଲି, ବରମୁଣ୍ଡଳୀ, ସାଗରପଲି, ଭୁଶୁଣ୍ଡା, ତାକରଡା, ଧବଳପୁର, ଗୋବିନ୍ଦପୁର, ନରେନ୍ଦ୍ରପୁର, ଗୋଠଗାଁ, କୁରୁଲା, ଲକ୍ଷ୍ମୀପୁର, ବି.ନୂଆପଲ୍ଲୀ ପ୍ରଭୃତି ଗ୍ରାମରେ ମଧ୍ୟ ଓଷାକୋଠି ଯାତ୍ରା ଆରମ୍ଭହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri