Posted inଜାତୀୟ

ଶେଷ ପର୍ଯ୍ୟାୟ ମତଦାନ ଲାଗି ଆଜି ସରିବ ପ୍ରଚାର

ନୂଆଦିଲ୍ଲୀ,୧୭।୫: ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ଲାଗି ଶୁକ୍ରବାର ପ୍ରଚାର ଶେଷ ହେବ। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ମାରାଥନ ରାଲି ଓ ରୋଡ ଶୋ’ କରି ଭୋଟରଙ୍କୁ ହାତେଇବା ପାଇଁ କସରତ ଜାରି ରହିଛି। ପଶ୍ଚମବଙ୍ଗରେ ଭାଜପା ଟିଏମସି ମଧ୍ୟରେ ଲାଗିଥିବା କଳହ ଯୋଗୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ଗୁରୁବାରଠାରୁ ପଶ୍ଚିମବଙ୍ଗରେ ନିର୍ବାଚନ ପ୍ରଚାର ବନ୍ଦ ହୋଇଯାଇଛି। ମେ ୧୯ରେ ସପ୍ତମ ତଥା ଶେଷ ପର୍ଯ୍ୟାୟରେ ୫୯ଟି ଲୋକସଭା ଆସନ ଲାଗି ମତଦାନ ହେବ। ପଞ୍ଜାବ ଓ ଉତ୍ତର ପ୍ରଦେଶର ୧୩ଟି ଲେଖାଏ ଆସନ ପାଇଁ ଭୋଟ ଗ୍ରହଣ ହେବ। ବିହାର ଓ ମଧ୍ୟପ୍ରଦେଶର ୮ଟି ଲେଖାଏ ଆସନ, ପଶ୍ଚିମବଙ୍ଗରେ ୯ଟି, ହିମାଚଳ ପ୍ରଦେଶର ୪ଟି, ଝାଡ଼ଖଣ୍ଡର ୩ଟି ଏବଂ ଚଣ୍ଡିଗଡ଼ର ଗୋଟିଏ ଆସନରେ ମତଦାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri