ଶୋଇବା ଘରେ ୩୦ରୁ ଊର୍ଦ୍ଧ୍ୱ ବିରଳ ପ୍ରଜାତିର ସାପ, ୨ଟି ଉଦ୍ଧାର

କେନ୍ଦୁଝର,୧୭।୫(ସ୍ବ.ପ୍ର.): ଘଟଗାଁ ବ୍ଲକ କାଶିବେଡ଼ା ମୁଣ୍ଡା ସାହିର ଧୃବ ମୁଣ୍ଡା ଓରଫ (ପୋଟଳ)ଙ୍କ ରହିବା ଘରୁ ଶୁକ୍ରବାର ୩୦ରୁ ଊର୍ଦ୍ଧ ବିରଳ ପ୍ରଜାତିର ବିଷଧର ସାପ ରହିଥିବା ଘର ଲୋକେ ଦେଖିଥିଲେ । ସକାଳୁ ଘର ଝାଡ଼ୁ କରିବା ସମୟରେ ଘର ଭିତରେ ସାପ ରହିଥିବା ଦେଖିବା ପରେ ଗ୍ରାମବାସୀଙ୍କୁ ଜଣାଇଥିଲେ। ଏନେଇ ବନ ବିଭାଗକୁ ଖବର ଦିଆଯାଇଥିଲା। ଖବର ପାଇ ବନ ବିଭାଗ ହରିଚନ୍ଦନପୁର ଚକ୍ରଧରପୁର ଗ୍ରାମର ସାପ ଧରାଳି ପ୍ରହ୍ଲାଦ ନାୟକଙ୍କ ସହ ଧୃବଙ୍କ ଘରେ ପହଞ୍ଚି ୨ଟି ବିରଳ ପ୍ରଜାତିର ସାପକୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ସହ ସଂରକ୍ଷିତ ଜଙ୍ଗଲରେ ଛାଡ଼ିଥିବା ଜଣାପଡିଛି । ତେବେ ବନ ବିଭାଗ ବିଳମ୍ବରେ ପହଞ୍ଚିବା କାରଣରୁ ଅନ୍ୟ ସମସ୍ତ ସାପ ଘରୁ ବାହାରି କୌଣସି ଗାତ ଭିତରକୁ ପଳାଇ ଯାଇଥିବାବେଳେ ଏବେ ଧୃବଙ୍କ ପରିବାର ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri