ଶୋଚନୀୟ ଅବସ୍ଥାରେ ହୋଟେଲ ଶିଳ୍ପ

ଢେଙ୍କାନାଳ ଅଫିସ, ୫।୬ – କରୋନାକୁ ନେଇ ବିଶ୍ୱ ଅର୍ଥନୀତି ଛାରଖାର ହୋଇଯାଇଥିବାବେଳେ ଏଥିରୁ ବାଦ୍‌ ପଡ଼ିନି ହୋଟେଲ ଶିଳ୍ପ। ପାଖାପାଖି ୨ମାସ ଧରି ହୋଟେଲ ବନ୍ଦ ରହିବା ପରେ ବ୍ୟବସାୟୀଙ୍କ ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ନିକଟରେ ସରକାର କଟକଣା କୋହଳ କରିଥିବାବେଳେ ସକାଳ ୭ଟାରୁ ଅପରାହ୍ନ ୨ଟା ଯାଏ ହୋଟେଲ ଖୋଲିବାକୁ ଅନୁମତି ଦେଇଛନ୍ତି। ହେଲେ ନିର୍ଦ୍ଧାରିତ ସମୟ ସୀମାରେ ବ୍ୟବସାୟ କରିବା ସମ୍ଭବପର ହେଉନାହିଁ। ତେଣୁ ଏହି ସମସ୍ୟାର ସମାଧାନ ଲାଗି ଢେଙ୍କାନାଳର ହୋଟେଲ ବ୍ୟବସାୟୀ ସଂଘର କର୍ମକର୍ତ୍ତାମାନେ ଗୁରୁବାର ଜିଲାପାଳଙ୍କୁ ଭେଟି ଗୁହାରି କରିଛନ୍ତି। ହୋଟେଲ ବ୍ୟବସାୟୀଙ୍କୁ ସହାୟତା ପ୍ରଦାନ ଏବଂ ହୋଟେଲ ଖୋଲିବା ଲାଗି ରହିଥିବା ସମୟସୀମାକୁ ଆହୁରି କୋହଳ କରିବାକୁ ଜ୍ଞାନେନ୍ଦ୍ର ବେହେରା, ଅଂଶୁମାନ ନାୟକ, ବିରୂପାନନ୍ଦ ବେହେରା, ଗଙ୍ଗାଧର ଶୁକ୍ଲ, ରବି ନାରାୟଣ ରାଉତ ପ୍ରମୁଖ ଦାବି କରିଛନ୍ତି। ଏ ନେଇ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କୁହନ୍ତି, ସକାଳ ୭ଟାରୁ ଅପରାହ୍ନ ୨ଟା ଯାଏ ହୋଟେଲ ଖୋଲିବାକୁ ନିର୍ଦ୍ଦେଶନାମା ରହିଛି। ଗ୍ରାହକମାନେ ୭ଟାରୁ ୩ଟା ଯାଏ ପାର୍ସଲରେ ଖାଦ୍ୟ ନେଇପାରିବେ ବୋଲି ଅନୁମତି ରହିଛି। ନିର୍ଦ୍ଦେଶାନାମା ନ ଆସିବା ଯାଏ ଏଥିରେ କୋହଳ କରିବା ଅସମ୍ଭବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ…

ପାଠ୍ୟପୁସ୍ତକରେ ଗୁରୁତର ତ୍ରୁଟି: ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେଡି ଯୁବଛାତ୍ର

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ପାଠ୍ୟ ପୁସ୍ତକରେ ଗୁରୁତର ତ୍ରୁଟିକୁ ନେଇ ବିଜୁ ଜନତା ଦଳର ଯୁବ ଛାତ୍ର ଶାଖା ତରଫରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛି।…

ମଣିଷ-ହାତୀ ସଂଘର୍ଷ ପ୍ରଶମନକୁ ସୁଦୃଢ଼ କରିବା ପାଇଁ ପ୍ରୟାସ

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡରେ କେନ୍ଦୁଝରର ଡିଏଫ୍‌ଓ ଧନରାଜ ଏଚ୍‌ଡିଙ୍କ ଅଧ୍ୟକ୍ଷତାରେ ମଣିଷ-ହାତୀ ସଂଘର୍ଷ ପ୍ରଶମନ ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଗଞ୍ଜାମ ଜିଲା ଭାଜପା ଯୁବମୋର୍ଚ୍ଚାର ଉପସଭାପତି ଭାବେ ପି.ରାମବାବୁ ନିଯୁକ୍ତ, କହିଲେ ଦଳର…

ଛତ୍ରପୁର,୨୩ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ ପି. ରାମବାବୁଙ୍କୁ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ଗଞ୍ଜାମ ଜିଲା…

ଥୁଆମୂଳ ରାମପୁରକୁ ପର୍ଯ୍ୟଟନ ହବ୍‌ରେ ପରିଣତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଥୁଆମୂଳ ରାମପୁର,୨୩ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ସୌନ୍ଦର୍ଯ୍ୟକରଣ, ଭିତ୍ତିଭୂମିର ଉନ୍ନତି ଓ ସାମଗ୍ରିକ ବିକାଶ ପାଇଁ…

ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରତିବାଦ, ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ର ଏକାଠି ହୋଇ…

କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ୪ଦଫା ଦାବିପତ୍ର,…

ଆରମ୍ଭ ହେବ ଯୁକ୍ତ ୨ ପାଠପଢ଼ା: ନୂଆ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ନୀତି ନିୟମ ଉପରେ ସଚେତନ କରାଇ…

ଭଞ୍ଜନଗର,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ନିମନ୍ତେ ପ୍ରବେଶ ଉତ୍ସବ ଗୁରୁବାର ଅନୁଷ୍ଠିତ…

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri