Posted inଜାତୀୟ

ଶୋପିଆନରେ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ: ୨ ଆତଙ୍କବାଦୀ ମୃତ

ଶୋପିଆନ,୧୧।୬: ଜମ୍ମୁ-କଶ୍ମୀର ଶୋପିଆନ ଜିଲାର ଅଓ୍ବନିରା ଅଞ୍ଚଳରେ ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ ମିଳିତ ଉଦ୍ୟମରେ ଏହି ଏନ୍‌କାଉଣ୍ଟର କରାଯାଇଛି। ମୃତ ଆତଙ୍କବାଦୀଙ୍କ ଶରୀରକୁ ଜବତ କରାଯାଇଥିବା ବେଳେ ଏହାକୁ ସେମାନଙ୍କ ପରିବାର ଲୋକଙ୍କୁ ଦିଆଯିବ ବୋଲି ଆଇଜି ଏସ୍‌. ପି. ପାଣି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri