Posted inଜାତୀୟ

ଶୋପିଆନ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୭।୭: ଜମ୍ମୁ-କଶ୍ମୀରର ଶୋପିଆନ୍‌ରେ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ମୃତକଙ୍କ ମଧ୍ୟରେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନର କମାଣ୍ଡର ମୁନା ଲୋହାରି ଅଛନ୍ତି। ଦକ୍ଷିଣ କଶ୍ମୀରର ବୋନା ବଜାରଠାରେ କିଛି ଆତଙ୍କବାଦୀ ଏକ ଘରେ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ଆଖିବୁଜା ଗୁଳିମାଡ଼ କରିଥିଲେ। ଏହାର ଜବାବ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବା ସାମୟିକ ଭାବେ ବନ୍ଦ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହାରିବା ପରେ ମମତାଙ୍କ ପ୍ରଥମ ପ୍ରେସ୍‌ କନଫରେନ୍ସ: କହିଲେ ପିଏମ୍‌ ମୋଦି-ଶାହା ମିଶି ଆମକୁ…

କୋଲକାତା,୫।୫: ପଶ୍ଚିମବଙ୍ଗରେ ହାରିବା ପରେ ମମତା ବାନାର୍ଜୀ ପ୍ରେସ୍‌ କନଫରେନ୍ସ ଜରିଆରେ ଭାଜପା ଉପରେ ବର୍ଷିଛନ୍ତି। ମମତା କହିଛନ୍ତି, ଆମର କର୍ମୀମାନଙ୍କୁ ନିର୍ଯାତନା ଦିଆଯାଇଛି। ଏହି ହେରଫେର…

ନିର୍ବାଚନ ଜିତିବାର ଖୁସି ମଧ୍ୟରେ ଥାଲାପଥି ବିଜୟଙ୍କୁ ବଡ଼ ଝଟକା: ଶୁଣିଲେ ପ୍ରଶଂସକ ବି ହେବେ ନିରାଶ

ନୂଆଦିଲ୍ଲୀ,୫।୫: ୪ ମେ’ ୨୦୨୬ ଥାଲାପଥି ବିଜୟଙ୍କ ଜୀବନରେ ସର୍ବଦା ଏକ ସ୍ମରଣୀୟ ତାରିଖ ହୋଇ ରହିବ, କାରଣ ଏହି ଦିନ ତାଙ୍କ ଦଳ ଟିଭିକେ ୧୦୮…

୨ ମାଟ୍ରିକ ପଢୁଆ ଛାତ୍ରୀଙ୍କୁ ଅପହରଣ, ଘରେ ପଡ଼ିଛି ଭାଳେଣି: ଖୋଜୁଛି ପୋଲିସ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ମାଟ୍ରିକ ପଢୁଥିବା ଛାତ୍ରୀ(୧୬)ଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଛାତ୍ରୀଙ୍କ…

ଭଞ୍ଜନଗର ଯାତ୍ରାରେ ଜମୁଛି ଭିଡ: ସରକାରଙ୍କ ଦ୍ୱାରା ହେବ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ

ଭଞ୍ଜନଗର,୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାରେ ଦିନକୁ ଦିନ ଭିଡ ଜମୁଛି। ମଙ୍ଗଳବାର ଯାତ୍ରା ୧୦ ଦିନରେ ପହଞ୍ଚିଛି। ସହର ଅପେକ୍ଷା ଗ୍ରାମାଞ୍ଚଳ ଲୋକ…

ପଶ୍ଚିମବଙ୍ଗରେ କିଏ ଧରିବ ମଙ୍ଗ? ଶାହାଙ୍କ ସହ ମୋହନଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା

ନୂଆଦିଲ୍ଲୀ/ଭୁବନେଶ୍ୱର,୫।୫: ଭାରତୀୟ ଜନତା ପାର୍ଟିର ସଂସଦୀୟ ବୋର୍ଡ ମଙ୍ଗଳବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଚୟନ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ…

ଇରାନୀ ଡ୍ରୋନ ଆକ୍ରମଣରେ ୩ ଭାରତୀୟ ଆହତ ଘଟଣାକୁ ନେଇ ଚେତାବନୀ ଜାରି କଲା ଦେଶ

ନୂଆଦିଲ୍ଲୀ,୫।୫: ପଶ୍ଚିମ ଏସିଆର ପରିସ୍ଥିତି ଏପର୍ଯ୍ୟନ୍ତ ସ୍ବାଭାବିକ ହୋଇନାହିଁ। ସୋମବାର (ମେ ୪) ଦିନ, ୟୁଏଇର ଫୁଜୈରାହ ପେଟ୍ରୋଲିୟମ ଇଣ୍ଡଷ୍ଟ୍ରିଜ ଜୋନ (FOIZ) ରେ ଡ୍ରୋନ ଆକ୍ରମଣ…

ଦାଦନ ଖଟିବାକୁ କେରଳ ଯାଇଥିଲେ ଅଭିମନ୍ୟୁ, ପାଲଟିଲେ ଶବ

ଚିକିଟି,୫।୫(ପ୍ରକାଶ ଚନ୍ଦ୍ର ସାହୁ): କେରଳସ୍ଥିତ ଥିରୁଭାନନ୍ତପୁରମ ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ କାମ କରୁଥିବା ଓଡ଼ିଆ ଶ୍ରମିକଙ୍କ ରବିବାର ମୃତ୍ୟୁ ଘଟିଛି l ସେ ହେଲେ ଗଞ୍ଜାମ…

ବୈତରଣୀ ନଦୀ କୂଳରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ସୋମବାରଠୁ ଥିଲେ ନିଖୋଜ

ପାଟଣା,୫ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କେନ୍ଦୁଯୋଡା ଗ୍ରାମ ନିକଟସ୍ଥ ବୈତରଣୀ ନଦୀ କୂଳରୁ ମଙ୍ଗଳବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri