Posted inଜାତୀୟ

ଶୋପିଆନ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୯।୩: ଜମ୍ମୁ-କଶ୍ମୀର ଶୋପିଆନ୍‌ ଜିଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ରେବାନ ଖାଜରପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମ ସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଦେଶର ରାଜଧାନୀ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ଓ policeର କାର୍ଯ୍ୟାନୁଷ୍ଠାନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ଦେଶର ସୁପ୍ରିମକୋର୍ଟରେ ପହଞ୍ଚିଛି । ବଡ଼ କଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri