Posted inଜାତୀୟ

ଶୋପିଆନ ଏନ୍‌କାଉଣ୍ଟରରେ ମୃତ ଆତଙ୍କବାଦୀଙ୍କ ମଧ୍ୟରେ ୨ ଜଣ ହିଜବୁଲ ମୁଜାହିଦ୍ଦିନର

ଶୋପିଆନ,୮।୬: ଜମ୍ମୁ-କଶ୍ମୀରର ଶୋପିଆନରେ ସୋମବାର ହୋଇଥିବା ଏନ୍‌କାଉଣ୍ଟରରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୨ ଜଣ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀ ସଙ୍ଗଠନର ବୋଲି ସୂଚନା ମିଳିଛି। ଏମାନେ ୨୦୧୮ ମସିହାରୁ ଉକ୍ତ ଆତଙ୍କବାଦୀ ସଙ୍ଗଠନ ସହ ଜଡିତ ଥିଲେ। ମୃତ ୪ ଆତଙ୍କବାଦୀଙ୍କ ମଧ୍ୟରେ ଜଣଙ୍କୁ ଚିହ୍ନଟ କରାଯାଇଥିବା ବେଳେ ସେ ହେଉଛନ୍ତି ଉମେର ଧୋବି। ସେ ଶୋପିଆନ ପିଞ୍ଜୋରାର ବାସିନ୍ଦା। ୨୦୧୮ରୁ ସେ ଆତଙ୍କବାଦୀ ସଙ୍ଗଠନରେ ସକ୍ରିୟ ଭାବେ କାମ କରୁଥିବା ବେଳେ ଶୋପିଆନ ବାଟଗଣ୍ଡ କାପରେନ ୩ ପୋଲିସଙ୍କ ହତ୍ୟା ଘଟଣାରେ ଉମେର ସମ୍ପୃକ୍ତ ଥିଲେ। ସୂଚନାଯୋଗ୍ୟ, ଗତ ୨ ଦିନରେ ହୋଇଥିବା ଅପରେଶନରେ ହିଜବୁଲ ମୁଜାହିଦ୍ଦିନର ୯ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା କହିଛନ୍ତି ଜମ୍ମୁ-କଶ୍ମୀର ଡିଜିପି ଦିଲବାଗ ସିଂ। ଗତ ୨ ସପ୍ତାହରେ ୨୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଲାଣି। ଏମାନଙ୍କ ମଧ୍ୟରେ ୬ ମୁଖ୍ୟ କମାଣ୍ଡର ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri