ଶୌଚ ପାଇଁ ଯାଇ ହାତୀ ଆକ୍ରମଣର ଶିକାର, ବୃଦ୍ଧ ମୃତ

ବେତନଟୀ, ୧।୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବନାଞ୍ଚଳ ଜାମୁଗଧା ଗ୍ରାମର ଜଣେ ବୃଦ୍ଧଙ୍କର ହାତୀ ଆକ୍ରମଣରେ ମଙ୍ଗଳବାର ସକାଳେ ମୃତ୍ୟୁ ଘଟିଛି। ସେ ହେଲେ ଗଜେନ୍ଦ୍ର ମହାନ୍ତ(୭୦)।
ପ୍ରକାଶ ଯେ, ଗଜେନ୍ଦ୍ର ଜଣେ ପଡ଼ୋଶୀଙ୍କ ସହ ଶୌଚ ପାଇଁ ଗାଁ ନିକଟ ପଡ଼ିଆକୁ ଯାଇଥିଲେ। ପୂର୍ବରୁ ସେଠାରେ ଥିବା ହାତୀ ସେମାନଙ୍କୁ ଆକ୍ରମଣ ପାଇଁ ଗୋଡ଼ାଇଥିଲା। ପଡ଼ୋଶୀ ଜଣଙ୍କ ସେଠାରେ ପଳାଇଥିବା ବେଳେ ଗଜେନ୍ଦ୍ର ହାତୀ ଆକ୍ରମଣର ଶିକାର ହୋଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଖବର ଲେଖା ହେବା ବେଳକୁ ମୃତଦେହ ସେଠାରେ ପଡ଼ି ରହିଥିଲା। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବା ବେଳେ ବେତନଟୀ ବନ ବିଭାଗ ପହଞ୍ଚିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?