ଶୌଚ ହେବାକୁ ଯାଇଥିବା ନାବାଳିକାଙ୍କୁ ଅସଦାଚରଣ: ଅଭିଯୁକ୍ତ ଫେରାର, ପୋଲିସର ତଦନ୍ତ ଜାରି

ରସୁଲପୁର,୧୨।୩(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବାରବାଟୀ ପଞ୍ଚାୟତ ବେତଣ୍ଡା ଗ୍ରାମରେ ଗୁରୁବାର ସକାଳେ ଶୌଚ ହେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ସେହି ଗ୍ରାମର ଶରତ ମହାକୁଡ଼ ନାମକ ଜଣେ ଯୁବକ ତାକୁ ଅସଦାଚରଣ କରିବା ସହ ବଳାତ୍କାର ଉଦ୍ୟମ କରିଥିଲେ। ଏହାଜାଣି ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରିଥିଲେ। ଏ ନେଇ ନାବାଳିକାଙ୍କ ବାପା ଧର୍ମଶାଳା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗ ଆଧାରରେ କେସ୍‌ ନଂ.୧୦୨/୨୦ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି। ଅନ୍ୟପକ୍ଷରେ ଅଭିଯୁକ୍ତ ଘରୁ ଫେରାର ହୋଇଯାଇଥିବା ବେଳେ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri