Posted inଜାତୀୟ

ଶ୍ମଶାନରେ ଚାଲୁଛି କୋଚିଂ ସେଣ୍ଟର

ଅହମଦାବାଦ୍‌, ୫।୬: ସୁରତ କୋଚିଂ ସେଣ୍ଟରରେ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ପରେ ଗୁଜୁରାଟ ସରକାର ଫାୟାର ସେଫ୍ଟି ମାନକ ନିମ୍ନମାନର ଥିବା ଦର୍ଶାଇ ସହରର ପ୍ରାୟ କୋଚିଂ ସେଣ୍ଟର ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ କୋଚିଂ ସେଣ୍ଟର ମାଲିକମାନେ ବଗିଚା, ଶ୍ମଶାନ ଭଳି ଖୋଲାଯାଗାରେ କୋଚିଂ ଦେବା ଆରମ୍ଭ କରିଛନ୍ତି। ସୁରତ ଘଟଣାପରେ ହଜାର ହଜାର କୋଚିଂ ସେଣ୍ଟର ବନ୍ଦ ହୋଇଯାଇଛି। ଫଳରେ ଟ୍ୟୁସନ୍‌ ପାଇଁ ଛାତ୍ରୀଛାତ୍ରଙ୍କୁ ନାହିଁ ନ ଥିବା ଅସୁବିଧାର ସାମ୍ନା କରିବାକୁ ପଡୁଛି। ସୂଚନାଯୋଗ୍ୟ, ସୁରତର ସରଥାନା ଅଞ୍ଚଳରେ ଥିବା ଏକ କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୨୨ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ସୋନମ ୱାଙ୍ଗଚୁକଙ୍କ ଚାଞ୍ଚଲ୍ୟକର ଖୁଲାସା: ରାହୁଲ ଗାନ୍ଧୀଙ୍କ ହାତରୁ ପିଇଥାନ୍ତି ଜୁସ୍‌, ହେଲେ…

ନୂଆଦିଲ୍ଲୀ, ୭।୮: ସିଜେପି (CJP) ପ୍ରତିବାଦ ସମୟରେ ଅନଶନ କରିଥିବା ସୋନମ ୱାଙ୍ଗଚୁକ ଏକ ବଡ଼ ଖୁଲାସା କରିଛନ୍ତି। ଏହି ଖୁଲାସା ସହ ସେ ରାହୁଲ ଗାନ୍ଧୀଙ୍କ…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri