ଶ୍ମଶାନ ଜମି ପାଇଁ କୋର୍ଟରେ ୨୮ ବର୍ଷ ଲଢ଼େଇ ପରେ ପାକିସ୍ତାନୀ ହିନ୍ଦୁଙ୍କୁ ମିଳିଲା ଅଧିକାର

ଇସଲାମାବାଦ୍‌,୧୪।୧: ପାକିସ୍ତାନରେ ଶ୍ମଶାନ ଜମିକୁ ନେଇ କୋର୍ଟରେ ଦୀର୍ଘ ୨୮ ବର୍ଷ ଧରି ହିନ୍ଦୁମାନେ ଲଢ଼େଇ ଜାରି ରଖିଥିଲେ। ଏବେ କୋର୍ଟ ହିନ୍ଦୁମାନଙ୍କ ସପକ୍ଷରେ ରାୟ ଦେଇଛନ୍ତି। ଖାଇବର ପସ୍ତୁନଖ୍ବା ପ୍ରଦେଶର ଡେରା ଇସମାଇଲ୍‌ ଖାଁ ଅଞ୍ଚଳରେ ଥିବା ଶ୍ମଶାନ ଜମି ଉପରେ କିଛି ସ୍ଥାନୀୟ ଲୋକଙ୍କ ପକ୍ଷରୁ ଜବର ଦଖଲ କରାଯାଇଥିଲା। ଏନେଇ ହିନ୍ଦୁମାନଙ୍କ ପକ୍ଷରୁ କୋର୍ଟରେ ଆବେଦନ କରାଯାଇଥିଲା। ଏହି ଜମିକୁ ସିଘାଂର ସିଂ ନାମକ ଜଣେ ବ୍ୟକ୍ତି ଶ୍ମଶାନ ପାଇଁ କିଣିଥିଲେ। ମାତ୍ର ପରବର୍ତ୍ତୀ ସମୟରେ ଏହାକୁ ସ୍ଥାନୀୟ ଲୋକେ ଜବର ଦଖଲ କରିଥିଲେ। ତେବେ କୋର୍ଟ ରାୟ ପରେ ପ୍ରଶାସନ ପକ୍ଷରୁ ଜବର ଦଖଲ ହଟାଯାଇ ଜମିକୁ ହିନ୍ଦୁମାନଙ୍କୁ ଫେରାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ...

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

ଏଲନ ମସ୍କଙ୍କୁ ‘ଅହଂକାରୀ’ କହିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ସିଡନୀ,୨୩।୪: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଙ୍ଗଳବାର ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ...

ତାଇଓ୍ବାନ୍‌ରେ ବଡ଼ ଧରଣର ଭୂକମ୍ପ: ଭୁଶୁଡ଼ିଲା କୋଠା

ତାଇୱାନ,୨୩।୪: ତାଇୱାନରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri