ଶ୍ରଦ୍ଧା କପୁରଙ୍କୁ ପୂରିଲା ୩୩: ରୋମାନ୍ସ୍‌ ପାଇଁ ବେଳ ନାହିଁ

ମୁମ୍ବାଇ : ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ମଙ୍ଗଳବାର ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୭ ମାର୍ଚ୍ଚ ୩ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପିତା ଶକ୍ତି କପୁର ଫିଲ୍ମ ଇଣ୍ଡଷ୍ଟ୍ରିରେ ଥିବାରୁ ବଲିଉଡ୍‌ରେ ଅଭିନୟ କରିବା ପାଇଁ ପିଲାଟି ଦିନରୁ ତାଙ୍କର ଇଛାଥିଲା। ତାଙ୍କ ଅଭିନୀତ ଆଶିକ୍‌-୨ ବକ୍ସ ଅଫିସ୍‌ରେ ବେଶ୍‌ ସଫଳ ରହିଥିଲା। ବଲିଉଡ୍‌ର ଲଭର ବୟ ଆଦିତ୍ୟ ରାୟ କପୁର ଏବଂ ଫରହାନ୍‌ ଅଖତରଙ୍କ ସହିତ ତାଙ୍କର ରୋମାନ୍ସ୍‌ ନେଇ କିଛି ଦିନ ତଳେ ନାନା ଖବର ମିଳୁଥିଲେ ମଧ୍ୟ ଶ୍ରଦ୍ଧା ଏନେଇ ମୁହଁ ଖୋଲି ନ ଥିଲେ। ତେବେ ପ୍ରଥମେ କ୍ୟାରିୟର ଏହାପରେ ପ୍ରେମ ବୋଲି ଏକ ସାକ୍ଷାତ୍‌କାରରେ ଶ୍ରଦ୍ଧା କହିଥିଲେ। ଏବେ ସେ ଇଣ୍ଡଷ୍ଟ୍ରିରେ ନିଜର ସ୍ଥିତି ସୁଦୃଢ଼ କରୁଥିବା କହିଛନ୍ତି। ରୋମାନ୍ସ୍‌ ପାଇଁ ତାଙ୍କ ପାଖରେ ସମୟ ନାହିଁ ବୋଲି ସେ ନିଜ ପ୍ରଶଂସକଙ୍କ ଉଦ୍ଦେଶ୍ୟରେ କହିଥାନ୍ତି। ଖୁବ୍‌ ଶୀଘ୍ର ତାଙ୍କର ଅପ୍‌ କମିଂ ଫିଲ୍ମ ବାଗି-୩ ରିଲିଜ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri