ଶ୍ରମିକଙ୍କୁ ରନ୍ଧାଖାଦ୍ୟ ବାଣ୍ଟିଲେ ମହିଳା ଗୋଷ୍ଠୀ

ବନ୍ତ, ୧ା୪(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତରେ ପଶ୍ଚିମବଙ୍ଗ ରାଜ୍ୟ ତଥା ଅନ୍ୟ ଜିଲାରୁ ଆସି କାମ କରୁଥିବା କେତେକ ଶ୍ରମିକଙ୍କୁ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଛି ା କରୋନା ଲକ୍‌ଡାଉନ୍‌ ପାଇଁ ଉକ୍ତ ପଞ୍ଚାୟତରେ ରହୁଥିବା ପ୍ରାୟ ୫୦ଜଣ ଶ୍ରମିକ ଭୋକ ଉପାସରେ କାଳାତିପାତ କରୁଥିଲେ ା ବ୍ଲକ ମିଶନ ଶକ୍ତି ଆନୁକୂଲ୍ୟରେ ନିଳୋକସ୍ଥିତ ମା’ ବୃନ୍ଦାବତୀ ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ରନ୍ଧାଖାଦ୍ୟ ପ୍ରସ୍ତୁତ କରି ୫୦ଜଣ ଶ୍ରମିକଙ୍କୁ ଖାଦ୍ୟ ପରସିଥିବାର ଦେଖାଯାଇଥିଲା। ସରପଞ୍ଚ ଅଶୋକ କୁମାର ମହାନ୍ତିଙ୍କ ତତ୍ତ୍ୱାବଧାନରେ ପଞ୍ଚାୟତ ପରିସରରେ ସମସ୍ତ ଶ୍ରମିକଙ୍କୁ ଖାଇବାର ବ୍ୟବସ୍ଥା କରାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri