ଶ୍ରମିକଙ୍କ ପାଇଁ ଖୁସି ଖବର, ମଜୁରି ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୧।୫(ବ୍ୟୁରୋ): ମଜୁରିଆଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷଣା। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଅତି କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀରେ ୧୧ ଟଙ୍କା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏ ନେଇ ଶ୍ରମ କମିଶନରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଏହି ବର୍ଦ୍ଧିତ ମଜୁରୀ ପିଛିଲା ଭାବେ ଚଳିତବର୍ଷ ଏପ୍ରିଲ ପହିଲାରୁ ଲାଗୁ ହେବ । କୃଷି କ୍ଷେତ୍ରଠାରୁ ଆରମ୍ଭ କରି କେନ୍ଦୁପତ୍ର ତୋଳାଳିଙ୍କ ସମେତ ୮୯ କ୍ଷେତ୍ରରେ କାମ କରୁଥିବା ଶ୍ରମିକମାନଙ୍କ ପାଇଁ ଏହି ବର୍ଦ୍ଧିତ ମଜୁରୀ ଲାଗୁ କରାଯିବ।

ଅଣକୁଶଳୀଙ୍କ ମଜୁରୀ ୩୧୫ରୁ ୩୨୬କୁ ବୃଦ୍ଧି ପାଇଥିବାବେଳେ ଅର୍ଦ୍ଧକୁଶଳୀଙ୍କ ମଜୁରୀ ୩୫୫ରୁ ୩୬୬ ହୋଇଛି । ସେହିପରି କୁଶଳୀଙ୍କ ୪୦୫ଟଙ୍କାରୁ ୪୧୬ ଟଙ୍କା ହୋଇଥିବା ବେଳେ ଅତିକୁଶଳୀ ଶ୍ରମିକଙ୍କ ମଜୁରୀ ୪୬୫ ଟଙ୍କାରୁ ୪୭୬ ଟଙ୍କାକୁ ବୃଦ୍ଧି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

NEET ପେପର ଲିକ୍ ପ୍ରସଙ୍ଗ; ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ରାହୁଲ, ଶିକ୍ଷାମନ୍ତ୍ରୀଙ୍କୁ କାହିଁକି….

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ NEET ପେପର ଲିକ୍ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ କଡା ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ ଉଠାଇ ସେ…

IPL 2026ରେ ହଠାତ ବଦଳିଲେ RCB କ୍ୟାପଟେନ, ରଜତ ପାଟିଦାରଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୭।୫: ରଜତ ପାଟିଦାର IPL 2026 ର 61 ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳୁନାହାଁନ୍ତି। ଏହି ମୁକାବିଲା ଉଭୟ ପଞ୍ଜାବ କିଙ୍ଗସ ଏବଂ…

ନିଆରା ପ୍ରେମ… ଚତୁର୍ଥ ଥର ପାଇଁ ବର ହେଲେ ୬୫ ବର୍ଷୀୟ ବୃଦ୍ଧ, ୬୨ ବର୍ଷୀୟ ବୃଦ୍ଧାଙ୍କୁ କଲେ ବିବାହ

ପାଟନା,୧୭ା୫: କୁହାଯାଏଯେ ପ୍ରେମ ଏବଂ ସାଥିର କୌଣସି ବୟସ ନଥାଏ । ଏହି ଭାବନାର ଏକ ହୃଦୟସ୍ପର୍ଶୀ ଉଦାହରଣ ବିହାରର ଜାମୁଇ ଜିଲାରୁ ସାମ୍ନାକୁ ଆସିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri