ଶ୍ରମିକଙ୍କ ପାଇଁ ମାସ୍କ ଯୋଗାଇଲେ ଏସ୍‌ଏଚ୍‌ଜି ମହିଳା

ରାଇକିଆ,୩୦ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ସତ୍ତ୍ବେ ଏମ୍‌ଜିଏନ୍‌ଆରଇଜିଏସ୍‌ରେ ଶ୍ରମିକମାନେ କାମ କରିବା ପାଇଁ କଟକଣା କୋହଳ କରାଯାଇଛି। କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ କାମ ମଧ୍ୟ ଆରମ୍ଭ ହୋଇଛି। ଏହିସବୁ କାମରେ ନିୟୋଜିତ ଶ୍ରମିକଙ୍କ ପାଇଁ ସହାୟତାର ହାତ ବଢାଇଛନ୍ତି ଏସ୍‌ଏଚଜି ମହିଳା। ରାଇକିଆ ଜୀବିକାମିଶନ ସହଯୋଗରେ ପାଜିମାହା ମା’ ଗାୟତ୍ରୀ ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ଶ୍ରମିକଙ୍କ ପାଇଁ ୨୦୦ ମାସ୍କ ଯୋଗାଇ ଦିଆଯାଇଛି। ଗୁରୁବାର ସଂଘର ସଦସ୍ୟାମାନେ ବିଡ଼ିଓ ପ୍ରବୀଣ କୁମାର ବାଣୁଆଙ୍କୁ ଏହି ମାସ୍କ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ

ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri