ଶ୍ରମିକଙ୍କ ସ୍ବାର୍ଥ ଦୃଷ୍ଟିରୁ ନୂତନ ଆଇନ୍‌ ଅଣାଯାଉ

ଜୟପୁର ୧।୫(ନି.ପ୍ର.): ବୁଧବାର ଜୟପୁରରେ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଛି।  ନିର୍ମାଣ ଶ୍ରମିକ ମିଳିତ ସଂଘର ପକ୍ଷରୁ ଏହି ଅବସରରେ ଏକ  ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା। ସଂଘ କାର୍ଯ୍ୟାଳୟରୁ ବାହାିଥିବା ଏହି ଶୋଭାଯାତ୍ରାରେ ମହିଳା ଓ  ପୁରଷ  ଶ୍ରମିକମାନେ ହାତରେ  ପ୍ଲା କାର୍ଡ ଧରି  ସାମିଲ ହୋଇଥିଲେ।  ସହରର ବିଭିନ୍ନ ସଂଗଠନ ଉପସ୍ଥିତ ରହି ପତାକା ଉତ୍ତୋଳନ କରିଥିଲେ।   ସମସ୍ତ ଶ୍ରମିକଙ୍କୁ  କାମ ଓ ଉଚିତ୍‌ ପାରିଶ୍ରମିକ, ବନ୍ଦ ହୋଇ ପଡିଥିବା କାରଖାନା ଖୋଲଲିବା,  ନିଯୁକ୍ତି ସୁଯୋଗ  ସୃଷ୍ଟି କରିବା, ସର୍ବନିମ୍ନ ମଜୁରି ୨୨ ହଜାର ଟଙ୍କା, ସମାନ କାମକୁ ସମାନ ଦରମା ଆଦି ସ୍ଲୋଗାନ ଦିଆଯାଇଥିଲା। ଶ୍ରମିକଙ୍କ ସ୍ବାର୍ଥ ଦୃଷ୍ଟିରୁ ନୂତନ ଆଇନ ଆଣିବାକୁ  ସେମାନେ ଦାବି କରିଥିଲେ। କାର୍ଯ୍ୟକ୍ରମରେ ନିର୍ମାଣ ଶ୍ରମିକ ସଂଘ ସଭାପତି  ବାଲା ରାୟ, ସିଟି କୋ-ଅର୍ଡିନେଶନ କମିଟି ସଭାପତି ପ୍ରମୋଦ ମହାନ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲା ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ଦାଦନ ଖଟିବାକୁ ଯାଇ ଫସିଲେ ୯ ଯୁବକ, ପାଖରେ ଟଙ୍କା ନାହିଁ କି କାମ ନାହିଁ, ଭିଡିଓ କରି କହିଲେ…

ରାୟଗଡ଼ା,୧୮ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଖଣିଜ ସମ୍ପଦ ଭରା କାଶୀପୁର ବ୍ଲକରେ ବକ୍ସାଇଟ ପାଇଁ ବିଶ୍ବ ପରିଚିତ ଉତ୍କଳ ଆଲୁମିନା ଭଳି କମ୍ପାନୀ ରହିଛି।...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ତୀର୍ଥଯାତ୍ରାରେ ବାହାରିଲେ ୭୭୫ ଜଣ ବରିଷ୍ଠ ନାଗରିକ: ସବୁଜ ପତାକା ଦେଖାଇଲେ ଉପମୁଖ୍ୟମନ୍ତ୍ରୀ

ରାୟଗଡା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ।...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri